Posted inଜାତୀୟ

କେନ୍ଦ୍ରମନ୍ତ୍ରୀ ଗଡକରୀଙ୍କୁ ଭେଟିଲେ ମମତା

ନୂଆଦିଲ୍ଲୀ,୨୯।୭: ୪ ଦିନିଆ ଦିଲ୍ଲୀ ଗସ୍ତରେ ଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀଙ୍କୁ ଭେଟିଛନ୍ତି। ପଞ୍ଚିମବଙ୍ଗରେ କାର୍ଯ୍ୟକାରୀ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା ହୋଇଥିବା ମମତା କହିଛନ୍ତି। ମୁଖ୍ୟ ସଚିବ ଏଚ୍‌.କେ ଦ୍ୱିବେଦୀ ଶୁକ୍ରବାର ଦିଲ୍ଲୀରେ ପହଞ୍ଚିବେ ଏବଂ ପରବର୍ତ୍ତୀ ଆଲୋଚନା ପାଇଁ ଏକ ବୈଠକ ସ୍ଥିର କରାଯିବ ବୋଲି ସେ କହିଛନ୍ତି। ବିରୋଧୀ ମେଣ୍ଟର ନେତୃତ୍ୱ କିଏ ନେବ ବୋଲି ଗଣମାଧ୍ୟମ ପ୍ରତିନିଧି ପ୍ରଶ୍ନ କରିଥିଲେ। ମମତା ଉତ୍ତରରେ ମେଣ୍ଟର ନେତୃତ୍ୱ ଯିଏ ବି ନିଅନ୍ତୁ, ସେ ଜଣେ ସୈନିକ ଭାବେ କାର୍ଯ୍ୟ କରିବେ ବୋଲି କହିଛନ୍ତି।

ମମତା ଗୋଟିଏ ପଟେ ୨୦୨୪ ସାଧାରଣ ନିର୍ବାଚନ ପୂବରୁ ବିରୋଧୀଙ୍କୁ ଏକଜୁଟ କରୁଥିବା ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଏଭଳିସ୍ଥିତିରେ ବୁଧବାର ମମତା କଂଗ୍ରେସ ସୁପ୍ରିମୋ ସୋନିଆ ଗାନ୍ଧୀଙ୍କୁ ଭେଟିଥିଲେ। ବୈଠକରେ ସୋନିଆଙ୍କ ସହ ରାହୁଲ ଗାନ୍ଧୀ ଉପସ୍ଥିତ ଥିଲେ । ସେହିପରି ମମତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri