Posted inଖେଳ

ସେମିରେ ହାରିବା ପରେ ବ୍ରୋଞ୍ଜ ପାଇଁ ଲଢିବେ ସିନ୍ଧୁ

ଟୋକିଓ,୩୧।୭: ଟୋକିଓ ଅଲିମ୍ପିକ୍ସରେ ମହିଳା ସିଙ୍ଗଲ୍ସ ବ୍ୟାଡମିଣ୍ଟନରେ ଭାରତ ପାଇଁ ଆସିଛି ନିରାଶ ଖବର। ଶନିବାର ଖେଳାଯାଇଥିବା ମହିଳା ସିଙ୍ଗଲ୍ସ ବ୍ୟାଡମିଣ୍ଟନ ସେମିଫାଇନାଲରେ ପରାଜିତ ହୋଇଛନ୍ତି ପିଭି ସିନ୍ଧୁ। ବିଶ୍ୱର ୧ ନମ୍ବର ବ୍ୟାଡମିଣ୍ଟନ ଖେଳାଳି ଚୀନର ତାଇ ଜୁ-ୟିଙ୍ଗଙ୍କ ଠାରୁ ପରାସ୍ତ ହୋଇଛନ୍ତି ସିନ୍ଧୁ।

ଖେଳାଯାଇଥିବା ସେମିଫାଇନାଲ ପ୍ରଥମରୁ ଦମଦାର ପ୍ରଦର୍ଶନ କରିଥିଲେ ସିନ୍ଧୁ । ପ୍ରଥମ ସେଟରେ ଆଗୁଆ ୧୮ ପଏଣ୍ଟ ହାସଲ କରିଥିଲେ। ଶେଷରେ ଚମତ୍କାର ପ୍ରଦର୍ଶନ କରି ବିଜୟୀ ହୋଇଥିଲେ ଚୀନର ତାଇ ଜୁ-ୟିଙ୍ଗ । ୧୮-୨୧, ୧୧-୨୧ ୨ ଟି ସେଟରେ ପରାଜିତ ହୋଇଛନ୍ତି ସିନ୍ଧୁ । ତଥାପି ପଦକ ଆଶା ମଉଳି ନାହିଁ । ସେମିଫାଇନାଲରେ ହାରିବା ପରେ ବ୍ରୋଞ୍ଜ ପଦକ ପାଇଁ ଲଢିବେ ସିନ୍ଧୁ।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri