Posted inଖେଳ

ଇତିହାସ ରଚିଲେ ସିନ୍ଧୁ

ଟୋକିଓ,୧।୮: ଇତିହାସ ରଚିଲେ ଭାରତୀୟ ମହିଳା ଶଟଲର ପି ଭି ସିନ୍ଧୁ। ପ୍ରଥମ ଭାରତୀୟ ମହିଳା ଖେଳାଳି ଭାବେ ସିନ୍ଧୁ ଜିତିଛନ୍ତି ଦୁଇଟି ଅଲିମ୍ପିକ୍ସ ପଦକ। ରିଓ ଅଲିମ୍ପିକ୍ସରେ ରୌପ୍ୟ ପଦକ ବିଜୟନୀ ସିନ୍ଧୁ ଟୋକିଓ ଅଲିମ୍ପିକ୍ସରେ ହାତେଇଛନ୍ତି ବ୍ରୋଞ୍ଜ ପଦକ। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ୬ଷ୍ଠ ସିଡ୍‌ ମାନ୍ୟତା ପ୍ରାପ୍ତ ସିନ୍ଧୁ ୨୧-୧୩, ୨୧-୧୫ ଗେମ୍‌ରେ ଚାଇନାର ହେ ବିଙ୍ଗ ଜିଆଓଙ୍କୁ ହରାଇ ଦେଇଛନ୍ତି। ଆରମ୍ଭରୁ ହିଁ ସିନ୍ଧୁ ପ୍ରତିପକ୍ଷ ଶଟଲରଙ୍କ ଉପରେ ଚାପ ପକାଇଥିଲେ। ମାତ୍ର ୨୩ ମିନିଟ୍‌ ମଧ୍ୟରେ ସିନ୍ଧୁ ଜିତି ନେଇଥିଲେ ପ୍ରଥମ ଗେମ୍‌। ଦ୍ୱିତୀୟ ଗେମ୍‌ରେ ଅବଶ୍ୟ ୮ମ ସିଡ୍‌ ବିଙ୍ଗ ଜିଆଓ ମ୍ୟାଚ୍‌କୁ ଫେରିବା ପାଇଁ ଖୁବ୍‌ ପ୍ରୟାସ କରିଥିଲେ। କିନ୍ତୁ ସୁଯୋଗ ଦେଇ ନ ଥିଲେ ସିନ୍ଧୁ।

ଟୋକିଓ ଅଲିମ୍ପିକ୍ସରେ ଏହା ଭାରତର ଦ୍ୱିତୀୟ ପଦକ। ଏଥି ପୂର୍ବରୁ ଭାରତକୁ ପ୍ରଥମ ପଦକ ଆଣି ଦେଇଥିଲେ ମୀରାବାଇ ଚାନ୍ନୁ। ଓ୍ବେଟଲିଫ୍ଟର ଚାନ୍ନୁ ହାତେଇଥିଲେ ରୌପ୍ୟ ପଦକ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

ପାକିସ୍ତାନୀଙ୍କୁ ଔକାତ୍‌ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ, ରାଗିଗଲେ ନକ୍‌ଭି, ICC ନିକଟରେ କରିବେ ଅଭିଯୋଗ

ନୂଆଦିଲ୍ଲୀ,୨୩।୧୨: ପାକିସ୍ତାନ ୧୯ ବର୍ଷରୁ କମ୍‌ ଏସିଆ କପ ଫାଇନାଲରେ ଭାରତ ବିପକ୍ଷରେ ବିଜୟୀ ହୋଇଛି। ରବିବାର ମ୍ୟାଚ ସମୟରେ ଦଳର ପରାମର୍ଶଦାତା ସରଫରାଜ ଅହମ୍ମଦ...

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri