ଟୋକିଓ ଅଲିମ୍ପିକ୍ସରେ ଓଡ଼ିଆ ଚିତ୍ରଶିଳ୍ପୀଙ୍କ କଳାକୃତୀ

ବରଗଡ଼ ଅଫିସ୍‌,୨।୮: ଟୋକିଓ ଅଲିମ୍ପିକ୍ସରେ ପଶ୍ଚିମ ଓଡ଼ିଶା ଚିତ୍ରଶିଳ୍ପୀଙ୍କ କଳାକୃତୀ ସ୍ଥାନୀତ ହୋଇଛି । ସମ୍ବଲପୁର ଏବଂ ବରଗଡ଼ ଜିଲାର ୮ଜଣ ଚିତ୍ରଶିଳ୍ପୀ ଏହି ଗୌରବ ଅର୍ଜନ କରିଛନ୍ତି । ଇଣ୍ଡିଆନ କନ୍‌ଟେମ୍ପୋରାରି ଆସୋସିଏଶନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଏହି କଳାକୃତୀକୁ ରିଲ୍‌ ଭିଡିିଓ ମାଧ୍ୟମରେ ଟୋକିଓ ଅଲିମ୍ପିକ୍ସରେ ପ୍ରଦର୍ଶନ କରାଯାଉଥିବା ସୂଚନା ମିଳିଛି ।

ଏଥିରେ ବରଗଡ଼ ସହରର ଚିତ୍ରଶିଳ୍ପୀ କୁଶ ଭୂୟାଁଙ୍କ କଳାକୃତୀ ରହିଛି । ତାଙ୍କ ମିଶନ ୨୧ କଳାକୃତୀ ପ୍ରଦର୍ଶିତ ହୋଇଛି । ସେହିପରି ସମ୍ବଲପୁରର ସଞ୍ଜୟ ସାହୁଙ୍କ ଡ୍ରିମ, ମନୋଜ ଚୌଧୁରୀଙ୍କ କିଙ୍ଗ୍‌ ଅଫ୍‌ ଦ ରିଙ୍ଗ୍‌, ମହେଶ ପାଣ୍ଡେଙ୍କ ଓପନିଂ ସେଲିବ୍ରେଶନ, ପ୍ରେମଚାନ୍ଦ ରାଉତଙ୍କ ଦି ହ୍ବାଇଟ୍ସ ଅଫ୍‌ ଗ୍ଲୋରି, ବନ୍ଦନା ମିଶ୍ରଙ୍କ ଜମ୍ପସ୍‌ ଅଫ୍‌ ପ୍ରାଇଡ୍‌, ସୁଜାତା ବେହେରାଙ୍କ ଡାଇଭିଂ ଫର ଗ୍ଲୋରି, ଅନୁରେଖା ଜେନାଙ୍କ ସ୍ପ୍ରିଣ୍ଟର ଆଦି କଳାକୃତୀ ସ୍ଥାନୀତ ହୋଇଛି । ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଦିଲିପ ତିର୍କୀ ଏହି ଶୋ’କୁ ଉଦଘାଟନ କରିଥିଲେ । ସଞ୍ଜିବ ବିଶ୍ୱାଳ ପ୍ରଦର୍ଶନୀର ସଂଯୋଜନା କରିଥିଲେ । ଜୁଲାଇ ୨୩ତାରିଖରୁ ଏହି ପ୍ରଦର୍ଶନୀ ଆରମ୍ଭ ହୋଇଥିବା ବେଳେ ଆସନ୍ତା ୮ତାରିଖ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri