ନର୍ଗିସଙ୍କ ନୂଆ ଲୁକ୍‌

ମୁମ୍ବାଇ: ମନୋରଞ୍ଜନ ଦୁନିଆର ଆଉ ଜଣେ ଜଣାଶୁଣା ଚେହେରା ହେଲେ ନର୍ଗିସ ଫାଖରି । ଏବେ ସେ ଇଟାଲୀରେ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଛୁଟି କଟାଇ ଆସିଛନ୍ତି ଚର୍ଚ୍ଚାକୁ । ସୋସିଆଲ ମିଡିଆରେ ନର୍ଗିସ ବେଳେ ବେଳେ ରୋଷେଇ କରୁଥିବାର ତ ପୁଣି କେତେବେଳେ ଇଟାଲୀ ରାସ୍ତାରେ ବୁଲୁଥିବାର ଫଟୋ ଶେୟାର କରି ତାଙ୍କ ପ୍ରଶଂସକଙ୍କୁ ଚମକାଇ ଦେଉଛନ୍ତି । ନିକଟରେ ସେ ଏମିତି ଏକ ଫଟୋ ଶେୟାର କରିଛନ୍ତି ଯାହା ତାଙ୍କ ପ୍ରଶଂସକଙ୍କୁ ଆଦୌ ପସନ୍ଦ ଆସିନି । କେହି କେହି ତାଙ୍କ ଲୁକ୍‌କୁ ପସନ୍ଦ କରିଥିବା ବେଳେ କେହି କେହି ତାଙ୍କ ଓଠକୁ ନେଟ ତାଙ୍କୁ ଟ୍ରୋଲ କରିଛନ୍ତି । ବ୍ଲଣ୍ଡ ହେୟାର ସହ ଲାଲ ଲିପ୍ଟିକରେ ଅବଶ୍ୟ ସୁନ୍ଦର ଲାଗୁଛନ୍ତି ନର୍ଗିସ । ହେଲେ ସୋସିଆଲ ମିଡିଆ ୟୁଜର୍ସଙ୍କ ମଧ୍ୟରୁ କେହି କହିଛନ୍ତି ଏହା ପ୍ଲାଷ୍ଟିକ ସର୍ଜରୀର କମାଲ । ପୁଣି କିଏ କହିଛି ନ୍ୟାଚୁରାଲ ବିୟୁଟି ହରାଇଲେ ଅଭିନେତ୍ରୀ । ଆଉ କିଏ ଲେଖିଛି ଭୂତ ବୋଲି । ପୁଣି କିଏ କହୁଛି ଅଭିନେତ୍ରୀଙ୍କ ମୁଣ୍ଡ ଖରାପ ହୋଇ ଯାଇଛି । ଯଦିଓ ନର୍ଗିସଙ୍କର ଏହି ଫଟୋ ଭାଇରାଲ ହୋଇଛି ତଥାପି ଅନେକ ୟୁଜର୍ସ ଏହାକୁ ଆଦୌ ପସନ୍ଦ କରି ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Video Viral: ଘରେ ରଖିଥିବା ହେଲମେଟ୍‌ ଭିତରୁ ବାହାରିଲା ନାଗ, ଆଉ ତା’ପରେ…

ନୂଆଦିଲ୍ଲୀ,୨।୧: ଦେଶର ଅନେକ ସ୍ଥାନରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଲୋକମାନେ ଥଣ୍ଡାରେ ବାହାରକୁ ଯିବାକୁ ସଂକୋଚ କରୁଛନ୍ତି। ବାହାରକୁ ପାଦ ଦେବା ମାତ୍ରେ ଶରୀର...

ଏସବୁ ଦେଶ ସବୁଠୁ ଅଧିକ କିଣନ୍ତି ଅସ୍ତ୍ରଶସ୍ତ୍ର, ଜାଣନ୍ତୁ କେତେ ନମ୍ବରରେ ରହିଛି ଭାରତ

ନୂଆଦିଲ୍ଲୀ,୨ା୧: ଷ୍ଟକ୍‌ହୋମ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ (SIPRI)ର ସଦ୍ୟତମ ରିପୋର୍ଟ ଅନୁଯାୟୀ, ବିଶ୍ୱ ଅସ୍ତ୍ରଶସ୍ତ୍ର ବାଣିଜ୍ୟ ଉପରେ ଆଲୋକପାତ କରିଛି। ରିପୋର୍ଟ ଅନୁଯାୟୀ, ୨୦୨୦ରୁ...

ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ବିଭ୍ରାଟ, ସକାଳ ୯ଟା ୪୫ରେ ହେଲା ପତିତପାବନଙ୍କ ଆଳତି

ପୁରୀ ୨/୨( ଅଜିତ୍ କୁମାର ମହାନ୍ତି ):  ପୁରୀ ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ପୁଣି ବିଭ୍ରାଟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ମହାପ୍ରଭୁଙ୍କ ନୀତିକୁ ଗୁରୁତ୍ଵ ଦେଇ...

‘ମୁଁ ନୁହେଁ, ସେ ମୋତେ ଭେଟିବାକୁ ଆସିଥିଲେ…’ ଜୟଶଙ୍କରଙ୍କ କରମର୍ଦ୍ଦନକୁ ନେଇ ଗର୍ବ କଲା ପାକିସ୍ତାନ, କଲା ଏମିତି ଦାବି

ନୂଆଦିଲ୍ଲୀ/ଇସଲାମାବାଦ,୨।୧: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ମଧ୍ୟରେ, ଢାକାରୁ ଆସିଥିବା ଏକ ଫଟୋ ପାକିସ୍ତାନରେ ଆଲୋଚନାର ବିଷୟ ପାଲଟିଛି।...

ଶୋଇଥିଲେ ବି ବିକାଶ କଥା ଚିନ୍ତା କରେ: ଭାବବିହ୍ବଳ କଲେ ନରସିଂହ

ଲୋଇସିଂହା,୨।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ କ୍ଲବ ପକ୍ଷରୁ ଅଭିନନ୍ଦନ-୨୦୨୬ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର...

ନିଜ IPL ଟିମ୍‌ KKRରୁ କେତେ ରୋଜଗାର କରନ୍ତି କିଙ୍ଗ୍‌ ଖାନ? ଜାଣିଲେ…

ନୂଆଦିଲ୍ଲୀ,୨।୧: ବଲିଉଡର କିଙ୍ଗ ଖାନ ସବୁବେଳେ ଖବରର ଶିରୋନାମାରେ ରହିଥାନ୍ତି। ସେ ତାଙ୍କ ଫିଲ୍ମ ମାଧ୍ୟମରେ ପ୍ରଶଂସକମାନଙ୍କୁ ମୋହିତ କରନ୍ତି। ବର୍ତ୍ତମାନ, ପ୍ରଶଂସକମାନେ ଶାହରୁଖ ଖାନଙ୍କ...

ପ୍ରିୟଙ୍କା ଗାନ୍ଧୀଙ୍କ ଜିପ୍‌ ସାମ୍ନାକୁ ଚାଲିଆସିଲା ବାଘ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨।୧: କଂଗ୍ରେସ ମହାସଚିବ ଏବଂ ଏମପି ପ୍ରିୟଙ୍କା ଗାନ୍ଧୀ ତାଙ୍କ ପୁଅର ନିର୍ବନ୍ଧ ପାଳନ କରିବା ଏବଂ ଏକ ବ୍ୟକ୍ତିଗତ ଯାତ୍ରାରେ ନୂତନ ବର୍ଷ ଛୁଟି...

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri