ଛତ୍ରପୁର,୪।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ପୋଲିସ ମଙ୍ଗଳବାର ରାତିରେ ସ୍ଥାନୀୟ ଷ୍ଟେଶନ ରୋଡ଼ରେ ଚାଲିଥିବା ଏକ ଜୁଆଆଡ୍ଡା ଉପରେ ଚଢ଼ାଉ କରିଥିଲା। ସେଠାରୁ ୧୦ ଜଣଙ୍କୁ ଗିରଫ କରିବା ସହ ୫୦ ହଜାର ୪୦୦ ଟଙ୍କା ଜବତ କରିଛି।
ଛତ୍ରପୁର,୪।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ପୋଲିସ ମଙ୍ଗଳବାର ରାତିରେ ସ୍ଥାନୀୟ ଷ୍ଟେଶନ ରୋଡ଼ରେ ଚାଲିଥିବା ଏକ ଜୁଆଆଡ୍ଡା ଉପରେ ଚଢ଼ାଉ କରିଥିଲା। ସେଠାରୁ ୧୦ ଜଣଙ୍କୁ ଗିରଫ କରିବା ସହ ୫୦ ହଜାର ୪୦୦ ଟଙ୍କା ଜବତ କରିଛି।
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...
ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆନାଳ ଛକ...
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...
