ଲାଞ୍ଚ ନେଇ ଧରାପଡ଼ିଲେ ସରକାରୀ ଯନ୍ତ୍ରୀ

ଯାଜପୁର ଟାଉନ,(ଡି.ଏନ୍‌.ଏ.)/କଟକ ଅଫିସ,୪ା୮: ଭିଜିଲାନ ହାତରେ ଧରାପଡିଛନ୍ତି ଯାଜପୁର ଟାଉନସ୍ଥିତ ଡ୍ରେନେଜ ଅଧୀକ୍ଷଣ ଯନ୍ତ୍ରୀ ଚଣ୍ଡିପ୍ରସାଦ ମହାପାତ୍ର। ବୁଧବାର ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କଟକ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଛି।

ସଦର ବ୍ଲକ ଅଧୀନ ଅବଦଲପୁରର ଦେବାଶିଷ ପଣ୍ଡା ତାଙ୍କର ଏକ ବୋଲେରୋ ଗାଡ଼ି ଏହି ଡିଭିଜନ ଅଫିସରେ ଭଡ଼ାରେ ଲାଗାଇଛନ୍ତି। ତେଣୁ ସେ ୩ ମାସର ଭଡ଼ା ବାବଦକୁ ୯୩ ହଜାର ଟଙ୍କା କାର୍ଯ୍ୟାଳୟରୁ ପାଇବାର ଥିଲା। ଦେବାଶିଷଙ୍କ ଫାଇଲ୍‌ଟି ଜୁଲାଇ ୧୫ରୁ ଅଧୀକ୍ଷଣ ଯନ୍ତ୍ରୀ ମହାପାତ୍ରଙ୍କ ଟେବୁଲକୁ ଆସିଥିଲେ ମଧ୍ୟ ୨ ସପ୍ତାହ ହେଲା ପଡ଼ିରହିଛି। ଫାଇଲ୍‌ ପାସ୍‌ କରିବା ଲାଗି ମହାପାତ୍ର ୧୦ ହଜାର ଟଙ୍କା ହାତ ଖର୍ଚ୍ଚ ମାଗିଥିଲେ। ଏ ସମ୍ପର୍କରେ ଦେବାଶିଷ କଟକ ସ୍ଥିତ ଭିଜିଲାନ୍ସ ଏସ୍‌ପିଙ୍କ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ।

ଯୋଜନା ମୁତାବକ ବୁଧବାର ଦେବାଶଷି ୧୦ ହଜାର ଟଙ୍କା ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଦେଇଥିଲେ। ଏହି ସମୟରେ ସେଠାରେ ପୂର୍ବରୁ ଲୁଚି ରହିଥିବା ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିଥିଲା। ମହାପାତ୍ରଙ୍କୁ ଭିଜିଲାନ୍ସ ଗିରଫ କରିବା ସହିତ ଦଫା ୭ପିସି ଆକ୍ଟ ଅନୁସାରେ ଏକ ମାମଲା ନଂ.୧୧ା୨୧ ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri