ଭୁବନେଶ୍ୱର ଆସିବାକୁ ପୁରୁଷ ହକି ଟିମ୍‌କୁ ଆମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ଐତିହାସିକ ବିଜୟ ପରେ ଭାରତୀୟ ପୁରୁଷ ହକି ଟିମ୍‌ ସହ ଭିଡିଓ କଲରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୟୀ ଟିମ୍‌କୁ ଶୁଭେଚ୍ଛା ଜଣାଇବା ପରେ ଭୁବନେଶ୍ୱର ଆସିବାକୁ ମୁଖ୍ୟମନ୍ତ୍ରୀ ଆମନ୍ତ୍ରଣ କରିଛନ୍ତି। ଅଗଷ୍ଟ ୧୬ରେ ଭାରତୀୟ ପୁରୁଷ ହକି ଟିମ୍‌ ଭୁବନେଶ୍ୱର ଆସିବେ। ବିଜୟୀ ଟିମକୁ ସ୍ବାଗତ କରିବାକୁ ଆମେ ଅପେକ୍ଷା କରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଭାରତୀୟ ଟିମ୍‌ ବ୍ରୋଞ୍ଜ ପଦକ ପାଇଁ ଜର୍ମାନୀ ସହ ଖେଳିଥିଲା। ଉତ୍କଣ୍ଠାପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଟିମ୍‌ ଜର୍ମାନୀକୁ ୫-୪ରେ ପରାସ୍ତ କରିଥିଲା। ଶେଷ ମୁହୂର୍ତ୍ତରେ ଗୋଲକିପରଙ୍କ ଚମତ୍କାର ପ୍ରଦର୍ଶନ ଭାରତର ଅଲମ୍ପିକ୍‌ ପଦକ ସ୍ବପ୍ନକୁ ସାକାର କରିଥିଲା। ୧୯୮୦ରେ ଭାରତୀୟ ଦଳ ଅଲମ୍ପିକ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲା। ସେବେଠାରୁ ଭାରତୀୟ ଟିମ୍‌ କେବେ ସେମି ଫାଇନାଲରେ ପହଞ୍ଚିପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri