ଖୋର୍ଦ୍ଧା ଅଫିସ,୫।୮: ଖୋର୍ଦ୍ଧା ଜିଲା ନିଜିଗଡ ତାପଙ୍ଗ ହାତିଆ ମୁଣ୍ଡିଆ ପାହାଡ ଏକ ମନ୍ଦିର ପଛପଟୁ ସଦର ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଜବତ କରିଛି। ମୃତକ ହେଲେ ତାପଙ୍ଗ ଗ୍ରାମ ବାଘଟାଙ୍ଗି ସାହିର ରାଉଳ ନାୟକ(୫୫)। ସାଇଣ୍ଟିଫିକ୍ ଟିମ ସହ ଏସ୍ପି ରାଜକିଶୋର ଦୋରା, ସଦର ଏସ୍ଡିପିଓ ସୁଶିଲ କୁମାର ମିଶ୍ର, ଥାନାଧିକାରୀ ଅନିତା ସାହୁ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ବୃଦ୍ଧ ରହୁ ଥିବା ଘରେ ରକ୍ତଛିଟା ପଡିଛି। ତାଙ୍କୁ କହି ଦୁର୍ବୃତ୍ତ ମାରି ଏଠାରେ ଫୋପାଡି ଦେଇଥିବା ପୋଲିସର ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି।
ମିଳିଥିବା ସୂଚନା ମୁତାବକ ରାଉଳ ନାୟକ ଏକାକୀ ରହୁଛନ୍ତି। ମୁଣ୍ଡିଆ ପଥର ଖଣିରେ ଶ୍ରମିକ ଭାବେ କାମ କରୁଥିବା ଜଣାପଡିଛି। ଗୁରୁବାର ଭୋର ସମୟରେ ତାଙ୍କ ମୃତଦେହ ପଡିଥିବା ଦେଖି ପୋଲିସକୁ ଖବର ଦେଇଥିଲେ।
ମୁଣ୍ଡିଆ ପାହାଡ ପଛପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ: କେହି ମାରି ଫୋପାଡ଼ି ଥିବା ସନ୍ଦେହ
Posted inଆମ ଜିଲା ଖବର, ଖୋର୍ଦ୍ଧା View All
ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ:
ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍...
ଜିଲା ପାଇଁ ଗୌରବ ଆଣିଲେ ନେହେରୁ: ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ…
ନୂଆପଡା,୩୦।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଭାଲେଶ୍ବର ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଲୟର ଦଶମ ଶ୍ରେଣୀ ଛାତ୍ର ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମେଳାରେ ଦ୍ବିତୀୟ ସ୍ଥାନ...
PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ
ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...
ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ
ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ...
ବଣିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ: ସଂକ୍ଷିପ୍ତ ସଭାପତି, ରବୀନ୍ଦ୍ର ସମ୍ପାଦକ
ଲୋଇସିଂହା,୩୦ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଗାଈଖାଇ ଇକୋଟୁରିଜମ୍ ପ୍ରକଳ୍ପଠାରେ ଲୋଇସିଂହା ବଣିକ ସଂଘର ବାର୍ଷିକ ଅଧିବେଶନ ପୂର୍ବତନ ସଭାପତି ମୋହିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।...
୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର
ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...
ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା
ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...
ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢାଉ
ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ବେଆଇନ ସମ୍ପତ୍ତି...
Archives


