Posted inଖେଳ

ପଡ଼ିଲା ରୋହିତଙ୍କ ଉଇକେଟ

ଟ୍ରେଣ୍ଟ ବ୍ରିଜ,୫।୮:ଏଠାରେ ଭାରତ ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିନରେ ଇଂଲଣ୍ଡ ବୋଲରଙ୍କୁ ମିଳିଛି ପ୍ରଥମ ସଫଳତା। ଭାରତୀୟ ଓପନର ରୋହିତ ଶର୍ମା ୩୬ ରନ୍‌ କରି ଓଲି ରବିନସନଙ୍କ ବଲରେ ସାମ କୁରାନଙ୍କ ହାତରେ କ୍ୟାଚ୍‌ ଆଉଟ୍‌ ହୋଇ ପ୍ୟାଭିଲିଅନ ଫେରିଛନ୍ତି। ଆଉଟ୍‌ ହେବା ପୂର୍ବରୁ ରୋହିତ ଅନ୍ୟତମ ଓପନର ଲୋକେଶ ରାହୁଲଙ୍କ ସହ ମିଶି ଯୋଡ଼ିଥିଲେ ୯୭ ରନ୍‌। ଏବେ ୪୮ ରନ୍‌ରେ ଖେଳୁଛନ୍ତି ରାହୁଲ।
ରୋହିତଙ୍କ ଉଇକେଟ ସହ ଦ୍ୱିତୀୟ ଦିନର ପ୍ରଥମ ସେସନ ସମାପ୍ତି ଘୋଷଣା କରାଯାଇଛି। ମଧ୍ୟାହ୍ନ ଭୋଜନ ସୁଦ୍ଧା ଭାରତ ଏକ ଉଇକେଟ ହରାଇ ୯୭ ରନ୍‌ କରିଛି। ଦଳକୁ ପ୍ରଥମ ଇନିଂସରେ ଅଗ୍ରଣୀ ପାଇଁ ବଳକା ୯ ଉଇକେଟରେ ଆଉ ୮୭ ରନ୍‌ କରିବାକୁ ପଡ଼ିବ। ପୂର୍ବରୁ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ମାତ୍ର ୧୮୩ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୨୩ ବର୍ଷରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଏହା ପଛର କାରଣ କରିବ ଭାବପ୍ରବଣ

ମାତ୍ର ୨୩ ବର୍ଷରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଏହା ପଛର କାରଣ କରିବ ଭାବପ୍ରବଣ ନୂଆଦିଲ୍ଲୀ,୨।୫: ଖେଳାଳିମାନେ ପ୍ରାୟ ୩୫ ବର୍ଷ...

ଧୋନୀଙ୍କୁ ପଛରେ ପକାଇଦେଲେ ଗାଏକ୍ୱାଡ୍‌: ହାସଲ କଲେ ବଡ଼ ଉପଲବ୍ଧି

ଚଣ୍ଡିଗଡ,୨।୫: ଚେନ୍ନାଇ ସୁପର କିଙ୍ଗ୍ସକୁ ନିଜ ଘରୋଇ ପଡ଼ିଆରେ ପଞ୍ଜାବ କିଙ୍ଗସ ବିପକ୍ଷରେ ୭ ଉଇକେଟରେ ଏକ ବଡ଼ ପରାଜୟରର ସମ୍ମୁଖୀନ ହେବାକୁ ପଡିଥିଲା। ଗୋଟିଏ...

ଟି-୨୦ ବିଶ୍ୱକପ୍‌ରେ ଇତିହାସ ରଚିବାକୁ ଯାଉଛନ୍ତି ରୋହିତ ଶର୍ମା, ପ୍ରଥମ ଭାରତୀୟ ଭାବେ କରିବେ ଏମିତି କାରନାମା

ନୂଆଦିଲ୍ଲୀ,୧।୫: ଆସନ୍ତା ଟି-୨୦ ବିଶ୍ୱକପ୍‌ରେ ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟିକତ୍ୱ କରିବେ ରୋହିତ ଶର୍ମା। ୨୦୦୭ରେ ଅନ୍ତର୍ଜାତୀୟ ପଦାର୍ପଣ କରିଥିବା ରୋହିତ ଶର୍ମା ଏପର୍ଯ୍ୟନ୍ତ ଖେଳାଯାଇଥିବା...

ହିଟ ଆଣ୍ଡ ରନ୍‌: କ୍ରିକେଟର ସୁରେଶ ରାଇନା ମାନିଲେ ୨ ଯୁବକଙ୍କର ହୋଇଛି ମୃତ୍ୟୁ

ଧର୍ମଶାଳା,୨।୫: ହିମାଚଳ ପ୍ରଦେଶର କାଙ୍ଗ୍ରା ଜିଲାରେ ଏକ ସଡ଼କ ଦୁର୍ଘଟଣାରେ ପୂର୍ବତନ ଭାରତୀୟ ଦଳର କ୍ରିକେଟ ଖେଳାଳି ସୁରେଶ ରାଇନାଙ୍କ ମାମୁଁଙ୍କ ପୁଅର ମୃତ୍ୟୁ ଘଟିଛି।...

ଚାମ୍ପିଅନ୍ସ ଟ୍ରଫି: ଲାହୋରରେ ଭାରତର ସମସ୍ତ ମ୍ୟାଚ୍ ଆୟୋଜନ କରିବାକୁ ପ୍ରସ୍ତାବ ଦେଲା ପାକିସ୍ତାନ

ଭବାନୀପାଟଣା,୧।୫: ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ଆସନ୍ତା ବର୍ଷ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତର ସମସ୍ତ ମ୍ୟାଚ୍କୁ ଗୋଟିଏ ସ୍ଥାନରେ ଆୟୋଜନ କରିବାକୁ...

ମୟଙ୍କ ଯାଦବଙ୍କୁ ବଡ ଉପହାର ଦେଲା ବିସିସିଆଇ, କିନ୍ତୁ ରହିଛି ଖରାପ ଖବର

ମୁମ୍ବାଇ,୧ା୫: ପେସ୍‌ ବୋଲିଂ ସେନ୍‌ସେସନ୍‌ ମୟଙ୍କ ଯାଦବ ଅବଶିଷ୍ଟ ଆଇପିଏଲ୍‌ ମ୍ୟାଚ୍‌ରେ ଅଂଶଗ୍ରହଣ କରିବା ନେଇ ସନ୍ଦେହ ଉପୁଜିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ ସମୟରେ...

ସେଲିବ୍ରେସନ୍‌ ପାଇଁ ବାଣ, ମିଠା କିଣି ଘରକୁ ଆଣିଥିଲେ ରିଙ୍କୁ ସିଂ’ଙ୍କ ବାପା, ପୁଅର ହେଲାଣି ସିଲେକ୍‌ସନ୍‌

ନୂଆଦିଲ୍ଲୀ,୧ା୫: ମଙ୍ଗଳବାର ପୁରୁଷ ଟି୨୦ ବିଶ୍ୱକପ ପାଇଁ ୧୫ ଜଣ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ନିମ୍ନକ୍ରମର ଦୁର୍ଦଶ ବ୍ୟାଟର ରିଙ୍କୁ ସିଂଙ୍କୁ ଦଳରେ...

ଲକ୍ଷ୍ନୌ ଜିତିବା ପରେ ପଏଣ୍ଟ ଟେବୁଲ୍‌ରେ ହେଲା ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛି

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ ପରାସ୍ତ କରିଛି। ଲକ୍ଷ୍ନୌର ଘରୋଇ ଗ୍ରାଉଣ୍ଡରେ ଖେଳାଯାଇଥିବା ମ୍ୟାଚରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri