Posted inଫୁରସତ

‘ହ୍ୟାଣ୍ଡଲୁମ୍‌- ଏକ ଭାରତୀୟ ଉତ୍ତରାଧିକାରୀ’

ପ୍ରତିବର୍ଷ ଅଗଷ୍ଟ ୭ ତାରିଖକୁ ଜାତୀୟ ହସ୍ତତନ୍ତ ଦିବସ ଭାବେ ପାଳନ କରାଯାଉଛି। ଦେଶର ସାମାଜିକ ଓ ଅର୍ଥନୈତିକ ବିକାଶ କ୍ଷେତ୍ରରେ ହସ୍ତତନ୍ତ କାରିଗରଙ୍କ ଯେଉଁ ଭୂମିକା ରହିଛି ତାକୁ ସମ୍ମାନ ଜଣାଇ ଏହି ଦିବସ ପାଳନ କରାଯାଉଛି। ଏହି ଦିବସ ପାଳନର ଉଦ୍ଦେଶ୍ୟ ଲୋକଙ୍କ ମଧ୍ୟରେ ହ୍ୟାଣ୍ଡଲୁମ୍‌ ବା ହସ୍ତତନ୍ତ ଶିଳ୍ପ ବିଷୟରେ ସଚେତନତା ସୃଷ୍ଟି କରିବା। ଚଳିତ ବର୍ଷ ୨୦୨୧ ଜାତୀୟ ହସ୍ତତନ୍ତ ଦିବସର ଥିମ୍‌ ରହିଛି, ‘ହ୍ୟାଣ୍ଡଲୁମ୍‌-ଏକ ଭାରତୀୟ ଉତ୍ତରାଧିକାରୀ’। ଏହାର ଇତିହାସ କହେ, ହସ୍ତତନ୍ତ ଶିଳ୍ପର ମହତ୍ତ୍ୱ ବିଷୟରେ ସଚେତନତା ସୃଷ୍ଟି କରିବାକୁ ଜୁଲାଇ ୨୦୧୫ରେ ବର୍ତ୍ତମାନର ସରକାର ପ୍ରତିବର୍ଷ ଜାତୀୟ ହସ୍ତତନ୍ତ ଦିବସ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହା ସହ ସ୍ବଦେଶୀ ଆନ୍ଦୋଳନକୁ ପ୍ରୋତ୍ସାହିତ କରିବା ଲାଗି ଅଗଷ୍ଟ ୭କୁ ହସ୍ତତନ୍ତ ଦିବସ ଭାବେ ପାଳନ କରାଗଲା। ଏହା ପରଠାରୁ ପ୍ରତିବର୍ଷ ଅଗଷ୍ଟ ୭ ତାରିଖରେ ପାଳନ କରାଯାଉଛି ଜାତୀୟ ହସ୍ତତନ୍ତ ଦିବସ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ...

ଏହି ମସିହାରେ ପୃଥିବୀରୁ ଅଦୃଶ୍ୟ ହୋଇଯିବେ ମନୁଷ୍ୟ: ବାବା ଭେଙ୍ଗାଙ୍କ ଲୋମଟାଙ୍କୁରା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩।୫: ବୁଲଗେରିଆରେ ରହୁଥିବା ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତାମାନଙ୍କ ମଧ୍ୟରୁ ବାବା ଭେଙ୍ଗା ଅନ୍ୟତମ। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ। ବାବା ଭେଙ୍ଗା ମାତ୍ର ୧୨ ବର୍ଷ...

ବିଶ୍ୱର ସବୁଠୁ ଉତ୍ତପ୍ତ ସ୍ଥାନ: ତାପମାତ୍ରା ଜାଣିଲେ ଉଡିଯିବ ହୋଶ୍‌

ଭାରତର ସବୁଠାରୁ ଗରମ ମାସ ହେଉଛି ମେ’ ଏବଂ ଜୁନ। ଦେଶର ଅନେକ ସ୍ଥାନରେ ପ୍ରବଳ ଗରମ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିନ୍ତୁ ବିଶ୍ୱରେ...

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ ପ୍ରତିବର୍ଷ ମେ’ ୩ରେ ସମଗ୍ର ବିଶ୍ୱରେ ପାଳନ କରାଯାଏ।  ଏହି ଦିନଟି ଭାରତ ତଥା ସମଗ୍ର ବିଶ୍ୱରେ ଗଣମାଧ୍ୟମର ଅବଦାନକୁ...

ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’

କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି...

୭୦ ବର୍ଷୀୟଙ୍କ ‘ଜୀବନସାଥୀ’ ବିଜ୍ଞାପନ

ୱାଶିଂଟନ୍‌: ମଣିଷର ବୟସ ବଢିବା ସହ ଏକାନ୍ତପଣ ମଧ୍ୟ ବଢ଼ିଥାଏ। ଏହି ସମୟରେ ଯଦି ନିଜ ପରିବାର ପାଖରେ ନଥାଏ, ତେବେ ଏକାନ୍ତପଣକୁ ସାମ୍‌ନା କରିବା...

୨୫୧ ଥର ଜେଲ ଯାଇଥିବା ପ୍ରାର୍ଥୀ

ଲକ୍ଷ୍ନୌ: ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି(ଏସ୍‌ପି) ରବିଦାସ ମେହରୋତ୍ରାଙ୍କୁ ପ୍ରାର୍ଥୀ କରିଛି। ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବହୁ ପୁରାତନ...

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri