କୋରାପୁଟରେ ଉତ୍ପାଦିତ କଫି ଗଲା କର୍ନାଟକ

କୋରାପୁଟ,୮ା୮(ସ୍ବ.ପ୍ର.): କୋରାପୁଟର ଉତ୍ପାଦିତ ୩୧୮ କୁଇଣ୍ଟାଲ କଫି ଶନିବାର ୨ଟି ଟ୍ରକରେ କର୍ନାଟକ ପଠାଯାଇଛି। ଏହାକୁ ଜିଲାପାଳ ଅବଦାଲ ମହମ୍ମଦ ଅଖତାର ପତକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ସମୟରେ କୋରାପୁଟ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ପ୍ରବୀର କୁମାର ନାୟକ, କୋରାପୁଟ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ କାରୁ ସୋରେନ, ଜିଲା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଭବାନୀ ଶଙ୍କର କାଲୋ, ଟିଡିସିସିର ଶାଖା ପରିଚାଳକ ସୁରେଶ ଚନ୍ଦ୍ର ମଲ୍ଲିକ ଓ ମାକେଟିଂ ଅଧିକାରୀ ଆଶୁତୋଷ ନନ୍ଦ, କାପକୋ ଅଧ୍ୟକ୍ଷା ସାବିତ୍ରୀ ନାୟକ,କାର୍ଯ୍ୟନିର୍ବାହୀ ଅଧିକାରୀ ତପନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଆନ୍ତଜାର୍ତୀୟ ଖ୍ୟାତି ସମ୍ପନ୍ନ ଟାଟା କମ୍ପାନୀ ସହିତ କୋରାପୁଟ କଫିକୁ ସଂଯୋଗ କରାଯାଇପାରିଥିବା ଆଦିବାସୀ ଉନ୍ନୟନ ସମବାୟ ନିଗମ ଶାଖା ପରିଚାଳକ ସୁରେଶ ଚନ୍ଦ୍ର ମଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri