Posted inଖେଳ

ଗୋଟିଏ ଓଭରରେ ୫ ଛକା ମାରିଲେ କୋହଲିଙ୍କ ସାଥୀ ଖେଳାଳି

ଢାକା,୮।୮: ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଚମତ୍କାର ପ୍ରଦର୍ଶନ କରୁଥିବାବେଳେ ବାଂଲାଦେଶ ବିପକ୍ଷରେ ଖେଳୁଥିବା ଆରସିବି ସାଥୀ ଖେଳାଳି ଡାନିଏଲ ଖ୍ରୀଷ୍ଟିଆନ ମଧ୍ୟ ଚମତ୍କାର ବ୍ୟାଟିଂ କରୁଛନ୍ତି। ଚତୁର୍ଥ ଟି -୨୦ମ୍ୟାଚରେ ଅଷ୍ଟ୍ରେଲିଆ ଶେଷରେ ବାଂଲାଦେଶକୁ ପରାସ୍ତ କରିଛି। ଅଷ୍ଟ୍ରେଲୀୟ ଅଲରାଉଣ୍ଡର ଡାନ ଖ୍ରୀଷ୍ଟିଆନ ୧୫ ବଲରେ ୩୯ ରନ୍‌ର ଇନିଂସ ଖେଳିଥିଲେ। ଏହି ଇନିଂସ ଭିତରେ ସେ ଶାକିବ ଅଲ ହାସନଙ୍କ ଗୋଟିଏ ଓଭରରେ ପାଞ୍ଚ ଛକା ମାରିଥିଲେ। ଶାକିବଙ୍କ ଏହି ଓଭରରେ ମୋଟ ୩୦ ରନ ସ୍କୋର କରାଯାଇଥିଲା। ଅଷ୍ଟ୍ରେଲିଆ ପାଇଁ ଖ୍ରୀଷ୍ଟିଆନ ପ୍ରଥମ ବ୍ୟାଟ୍ସମ୍ୟାନ ହୋଇଛନ୍ତି ଓଭରରେ ୬ଟି ଛକା ମାରିଛନ୍ତି। କୌତୁହଳର ବିଷୟ, ଦିନିକିଆ, ଟି-୨୦ ଏବଂ ଆଇପିଏଲରେ ଖ୍ରୀଷ୍ଟିଆନଙ୍କ ସର୍ବୋତ୍ତମ ସ୍କୋର ମାତ୍ର ୩୯। ୩୮ ବର୍ଷୀୟ ଏହି ଅଲରାଉଣ୍ଡର ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପାଇଁ ଖେଳନ୍ତି। ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ ଏହା ଅଷ୍ଟ୍ରେଲିଆର ପ୍ରଥମ ବିଜୟ। ବାଂଲାଦେଶ ୩-୧ରେ ଆଗୁଆ ରହିଛି ଏବଂ ସିରିଜ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri