Posted inଖେଳ

ରାଗିଗଲେ କୋହଲି; କହିଦେଲେ ଏମିତି କଥା

ଲଣ୍ଡନ,୯।୮: ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଡ୍ର’ରେ ଶେଷ ହେବା ପରେ ଭାରତୀୟ ଦଳକୁ ନିରାଶ ହେବାକୁ ପଡିଛି। ଭାରତୀୟ ଦଳ ବିଜୟର ଅତି ନିକଟତର ଥିଲା। ପଞ୍ଚମ ଦିନରେ ଭାରତକୁ ମାତ୍ର ୧୫୭ ରନ ଆବଶ୍ୟକ ଏବଂ ତାଙ୍କ ହାତରେ ୯ ଉଇକେଟ ଥିଲା, କିନ୍ତୁ ନଟିଂହାମରେ ବର୍ଷା ହେତୁ ମ୍ୟାଚ ଡ୍ର ହୋଇଥିଲା। ପଞ୍ଚମ ଦିନରେ ଦିନସାରା ବର୍ଷା ହୋଇଥିଲା। ଫଳରେ ଗୋଟିଏ ବି ବଲ ବୋଲିଂ ହୋଇପାରିଲା ନାହିଁ । ଯଦି ଟିମ ଇଣ୍ଡିଆ ଏହି ମ୍ୟାଚ ଜିତିଥାନ୍ତା ତେବେ ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଆଗୁଆ ହୋଇଥାନ୍ତା। କିନ୍ତୁ ଏହା ହୋଇ ନଥିଲା ଏବଂ ମ୍ୟାଚ ଡ୍ର ହେବା ପରେ ଅଧିନାୟକ ବିରାଟ କୋହଲି ମଧ୍ୟ ନିରାଶ ହୋଇଥିଲେ।
ବିରାଟ କୋହଲି କହିଛନ୍ତି, ଆମେ ଭାବୁଥିଲୁ ତୃତୀୟ ଏବଂ ଚତୁର୍ଥ ଦିନରେ ବର୍ଷା ହେବ କିନ୍ତୁ ଏହା ପଞ୍ଚମ ଦିନରେ ହୋଇଥିଲା। ଏହି ମ୍ୟାଚରେ ଆମେ ଭଲ ସ୍ଥିତିରେ ଥିଲୁ କିନ୍ତୁ ଲଜ୍ଜାଜନକ ବିଷୟ ଯେ ପଞ୍ଚମ ଦିନରେ ଗୋଟିଏ ବି ବଲ ବୋଲିଂ ହୋଇପାରିଲା ନାହିଁ। ଚତୁର୍ଥ ଦିନରେ ଖେଳ ଶେଷ ହେବା ପର୍ଯ୍ୟନ୍ତ ଆମେ ୫୦ ରନ ସ୍କୋର କରିଥିଲୁ ଯାହା ଆମ ପାଇଁ ଏକ ସକାରାତ୍ମକ ବିଷୟ ଥିଲା। କିନ୍ତୁ ବର୍ଷା ବିଜୟ ଛଡାଇନେଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri