ଗଞ୍ଜାମ ସହରରେ କ୍ରିକେଟ ସଟ୍ଟା ବାଜି: ପୋଲିସର ଖୋଳତାଡ଼ ଆରମ୍ଭ

ଗଞ୍ଜାମ,୯।୮(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଦିନକୁ ଦିନ କ୍ରିକେଟ ସଟ୍ଟା ବାଜି ବୃଦ୍ଧି ପାଇବାରେ ଲାଗିଛି l ବିଶେଷ କରି ଯୁବଗୋଷ୍ଠୀମାନେ ଏଥିପ୍ରତି ଆକୃଷ୍ଟ ହୋଇ ଲକ୍ଷ ଲକ୍ଷ ଟଙ୍କା ଏଥିରେ ବାଜି ଲଗାଉଛନ୍ତି l ଫଳରେ ସଟ୍ଟା ଖେଳର ମାଷ୍ଟରମାଇଣ୍ଡ ତଥା ବ୍ରୋକରମାନେ ରାତାରାତି ମାଲାମାଲ ହେଉଥିବା ବେଳେ ହାରୁଥିବା ଯୁବକ ମାନେ ଚରମ ନିଷ୍ପତ୍ତି ନେଉଛନ୍ତି l ଏହି ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ପରେ ଗଞ୍ଜାମ ଥାନା ପୋଲିସ ଏହାର ଖୋଳତାଡ଼ ଆରମ୍ଭ କରିଥିବା ଜଣାପଡିଛିl ଗଞ୍ଜାମ ସହରର କିଛି ମାଷ୍ଟରମାଇଣ୍ଡଙ୍କୁ ପୋଲିସ ଥାନାକୁ ଡାକି ତଦନ୍ତ କରୁଥିବା ଜଣାପଡିଛି। ଏଥିସହ ବିଭିନ୍ନ ଦିଗକୁ ନେଇ ପୋଲିସ ତର୍ଜମା କରୁଛି l ଯାହା ସହରରେ ଏକ ପ୍ରକାର ଆଲୋଡନ ସୃଷ୍ଟି କରିଛି l


Enter your email to get our daily news in your inbox.

All Right Reserved By Dharitri.Com

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri