Posted inଜାତୀୟ

ପାଠପଢ଼ାକୁ ନେଇ ଯୁକ୍ତିତର୍କ ପରେ ମା’ଙ୍କୁ ହତ୍ୟା କଲା ନାବାଳିକା ଝିଅ

ମୁମ୍ବାଇ,  ୧୦।୮: ପାଠପଢ଼ାକୁ ନେଇ ଯୁକ୍ତିତର୍କ ପରେ କରାଟେ ବେଲ୍ଟରେ ମା’ଙ୍କ ତଣ୍ଟି ଚିପି ହତ୍ୟା କରିଛି ୧୫ ବର୍ଷୀୟା ନାବଳିକା ଝିଅ। ନବି ମୁମ୍ବାଇରେ ଗତ ୩୦ ତାରିଖରେ ଏଭଳି ଘଟଣା ଘଟିଥିବା ମଙ୍ଗଳବାର ପୋଲିସ ପକ୍ଷରୁ କୁହାଯାଇଛି। ହତ୍ୟା ପରେ ମା’ଙ୍କ ମୃତ୍ୟୁକୁ ଝିଅ ଦୁର୍ଘଟଣାର ରୂପ ଦେବାକୁ ଚେଷ୍ଟା କରିଥିଲା।

ଝିଅ ଓ ତା’ର ୪୦ ବର୍ଷୀୟା ମା’ଙ୍କ ମଧ୍ୟରେ ପାଠପଢ଼ାକୁ ନେଇ ନିୟମିତ ଝଗଡ଼ା ହେଉଥିଲା। ମା’ଙ୍କ ଇଚ୍ଛା ଥିଲା ଝିଅ ଡାକ୍ତର ହେଉ। କିନ୍ତୁ ସେ ପାଠପଢ଼ାରେ ମନ ଦେଉ ନ ଥିଲା ବୋଲି ରାବାଲେ ଥାନା ଅଧିକାରୀ କହିଛନ୍ତି।

ଜୁଲାଇ ୩୦ରେ ଦୁର୍ଘଟଣା କାରଣରୁ ମା’ଙ୍କ ମୃତ୍ୟୁ ହୋଇଥିବା ପୋଲିସକୁ ଜଣାଇଥିଲେ ନାବାଳିକା ଝିଅ। ତେବେ ଶବବ୍ୟବଚ୍ଛେଦ ମହିଳାଙ୍କୁ ତଣ୍ଟି ଚିପି ହତ୍ୟା କରାଯାଇଥିବା ଜଣାପଡ଼ିଥିଲା। ପଚରାଉଚୁରା ବେଳେ ନାବାଳିକା ଝିଅ ନିଜ ଦୋଷ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ ଭୁଷଣ ନୁହେଁ ପୁଅ କରଣ ଭୁଷଣ ସିଂଙ୍କୁ ଟିକେଟ ଦେଲା ଭାଜପା!

ନୂଆଦିଲ୍ଲୀ,୨।୫: ଉତ୍ତର ପ୍ରଦେଶର ଏକ ଉଚ୍ଚ ପ୍ରୋଫାଇଲ ଆସନ ମଧ୍ୟରୁ ଗୋଣ୍ଡା ଜିଲାର କେସରଗଞ୍ଜ ଆସନରେ ଭାଜପା ପ୍ରାର୍ଥୀଙ୍କ ଉପରେ ସସପେନ୍ସ ଶେଷ ହେବା ପରି...

ଏପଟେ କଂଗ୍ରେସ ହାରୁଛି, ସେପଟେ ପାକିସ୍ତାନ କାନ୍ଦୁଛି, କାହିଁକି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨।୫: ଗୁରୁବାର ଗୁଜୁରାଟର ଆନନ୍ଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ କଂଗ୍ରେସ ଦଳକୁ କଡା...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ହାଇକୋର୍ଟରେ ଏମିତି ଦାବି କଲେ ସିସୋଡିଆ, ଜଜ କହିଲେ କାଲିକି ଆସନ୍ତୁ…

ନୂଆଦିଲ୍ଲୀ,୨।୫: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ପୁଣିଥରେ ଦିଲ୍ଲୀ ହାଇକୋର୍ଟରେ ହାଜର ହୋଇଛନ୍ତି। ଦିଲ୍ଲୀର ମଦ...

ବଡ଼ ଖବର! ଆମେଠିରୁ ନିର୍ବାଚନ ଲଢ଼ିବାକୁ ରାହୁଲଙ୍କ ସହମତି, ଖାର୍ଗେ କରିବେ ଘୋଷଣା-ରିପୋର୍ଟ

ନୂଆଦିଲ୍ଲୀ,୨।୫: କଂଗ୍ରେସ ଦଳରୁ ବଡ଼ ଖବର ସାମ୍ନାକୁ ଆସିଛି। ରାହୁଲ ଗାନ୍ଧୀ ଆମେଠିରୁ ନିର୍ବାଚନ ଲଢ଼ିବା ପାଇଁ ସହମତି ପ୍ରକାଶ କରିଛନ୍ତି। ଏନେଇ କଂଗ୍ରେସ ଅଧ୍ୟକ୍ଷ...

ମୋଦିଙ୍କ ବିପକ୍ଷରେ ନିର୍ବାଚନ ଲଢିବେ ପ୍ରଖ୍ୟାତ କମେଡିଆନ

ନୂଆଦିଲ୍ଲୀ,୨।୫: ପ୍ରଖ୍ୟାତ ହାସ୍ୟ ଅଭିନେତା ଶ୍ୟାମ ରଙ୍ଗିଲା ମଧ୍ୟ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ବାରାଣସୀର ଜଣେ ସ୍ବାଧୀନ...

ହିଟ ଓ୍ବେଭ ପାଇଁ ବଢିଲା ଭୋଟିଂ ଟାଇମ

ନୂଆଦିଲ୍ଲୀ,୨।୫: ଗୋଟିଏ ପଟେ ଦେଶରେ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ଅନ୍ୟପଟେ ଗ୍ରୀଷ୍ମ ପ୍ରବାହ ଶୀର୍ଷରେ ରହିଛି। ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ...

ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ

ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri