Posted inଖେଳ

ଡବ୍ଲ୍ୟୁଟିସି-୨ ଆରମ୍ଭରୁ ଝୁଣ୍ଟିଲେ ଭାରତ, ଇଂଲଣ୍ଡ

ଦୁବାଇ,୧୧।୮ : ନିକଟରେ ଅମୀମାଂସିତ ଭାବେ ଶେଷ ହୋଇଥିବା ଟ୍ରେଣ୍ଟ ବ୍ରିଜ ଟେଷ୍ଟରୁ ଆରମ୍ଭ ହୋଇଛି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଦ୍ୱିତୀୟ ସଂସ୍କରଣ। ପ୍ରଥମ ସଂସ୍କରଣର ଉପବିଜେତା ଭାରତ ଓ ଇଂଲଣ୍ଡ ଆରମ୍ଭରୁ ହିଁ ଝୁଣ୍ଟି ପଡ଼ିଛନ୍ତି। ପ୍ରଥମ ମ୍ୟାଚ୍‌ରେ ଧୀମା ବୋଲିଂ ହାର କାରଣରୁ ଉଭୟ ଦଳର ଗୋଟିଏ ଲେଖାଏ ଡବ୍ଲ୍ୟୁଟିସି ପଏଣ୍ଟ କାଟ କରାଯାଇଛି। ଏଥି ସହିତ କାଟି ଦିଆଯାଇଛି ଦୁଇ ଦଳର ଖେଳାଳିଙ୍କ ୪୦ ପ୍ରତିଶତ ମ୍ୟାଚ୍‌ ଫି’।

ଧାର୍ଯ୍ୟ ସମୟ ମଧ୍ୟରେ କୌଣସି ଦଳ ପ୍ରଦତ୍ତ ଓଭର ବୋଲିଂ କରି ପାରି ନ ଥିଲେ। ଉଭୟ କ୍ଷେତ୍ରରେ ଦୁଇ ଓଭର ବଳକା ରହି ଯାଇଥିଲା। ଏଥି ଯୋଗୁ ଦୁଇ ଦଳ ଉପରେ ଏହି ଦଣ୍ଡାଦେଶ ଲଦି ଦେଇଛନ୍ତି ଆଇସିସିର ମ୍ୟାଚ୍‌ ରେଫରି କ୍ରିସ ବ୍ରଡ୍‌। ବିରାଟ କୋହଲି ଓ ଜୋ ରୁଟ୍‌ ଦଣ୍ଡାଦେଶ ସ୍ବୀକାର କରି ନେଇଥିବାରୁ କୌଣସି ଶୁଣାଣିର ଆବଶ୍ୟକତା ନାହିଁ। ପ୍ରଥମ ଟେଷ୍ଟ ଡ୍ର’ ହେବା କାରଣରୁ ଦୁଇ ଦଳକୁ ୪ ପଏଣ୍ଟ ଲେଖା ମିଳିଥିଲା। କିନ୍ତୁ ଧିମା ବୋଲିଂ କାରଣରୁ ଗୋଟିଏ ଲେଖା ପଏଣ୍ଟ ହ୍ରାସ ହେବାରୁ ଡବ୍ଲ୍ୟୁଟିସି ତାଲିକାରେ ଭାରତ ଓ ଇଂଲଣ୍ଡର ପଏଣ୍ଟ ୩କୁ ଖସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri