Posted inଜାତୀୟ

ପାର୍ଲାମେଣ୍ଟ ପର୍ଯ୍ୟନ୍ତ ପଦଯାତ୍ରା କଲେ ବିରୋଧୀ, ଲୋକଙ୍କ କଣ୍ଠରୋଧ କରୁଛନ୍ତି ସରକାର, କହିଲେ ରାହୁଲ…

ନୂଆଦିଲ୍ଲୀ,୧୨।୮: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଶେଷ ହୋଇଛି। ବର୍ତ୍ତମାନ ବିରୋଧୀ ଦଳମାନେ ପାର୍ଲାମେଣ୍ଟ ବାହାରେ ସରକାରଙ୍କୁ ଘେରି ରହିବାକୁ କରିଛନ୍ତି। ଗୁରୁବାର ଦିନ ବିରୋଧୀ ଦଳ ବିଜୟ ଚକ ଠାରୁ ପାର୍ଲାମେଣ୍ଟ ପର୍ଯ୍ୟନ୍ତ ଏକ ପଦଯାତ୍ରା କରିଛନ୍ତି। ପାଦ ପଦଯାତ୍ରାରେ ରାହୁଲ ଗାନ୍ଧୀଙ୍କ ସମେତ ୧୫ଟି ଦଳର ନେତା ସାମିଲ୍‌ ହୋଇଥିଲେ। ମୌସୁମୀ ଅଧିବେଶନରେ ବିରୋଧୀ ଦଳ ଏକଜୁଟ ହେବା ପରେ ପାର୍ଲାମେଣ୍ଟ ବାହାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି ଲାଗି ବିରୋଧୀ ଚେଷ୍ଟା କରୁଛନ୍ତି।

ଦିଲ୍ଲୀର ବିଜୟ ଚୌକରେ ବିରୋଧୀଦଳ ନେତାଙ୍କ ସହ ବିରୋଧ ପ୍ରଦର୍ଶନ କରି ରାହୁଲ ଗାନ୍ଧୀ କହିଛନ୍ତି ଯେମୋଦିସରକାର ଲୋକଙ୍କ କଣ୍ଠରୋଧ କରୁଛନ୍ତି। ପଦଯାତ୍ରାରେ ଯୋଗଦେଇ ଶିବସେନା ନେତା ସଞ୍ଜୟ ରାଉତ କହିଛନ୍ତି ଯେ ବିରୋଧୀ ଦଳ ସଂସଦରେ ନିଜର ମତ ଉପସ୍ଥାପନ କରିବାର ସୁଯୋଗ ପାଇ ନାହାଁନ୍ତି। ସରକାର ଦେଶରେ ନିଜ ଇଛା ଅନୁସାରେ ଶାସନ ଚଳାଇଥିବା ସେ ଅଭିଯୋଗ କରିଛନ୍ତି।
କିଛି ଦିନ ପୂର୍ବରୁ ରାହୁଲ ଗାନ୍ଧୀ ବିରୋଧୀ ଦଳର ନେତାମାନଙ୍କୁ ଜଳଖିଆ ପାଇଁ ଡାକି ରଣନୀତି ପ୍ରସ୍ତୁତ କରିଥିଲେ। ଏହା ପରେ ରାହୁଲ ଗାନ୍ଧୀ ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି ବିରୋଧରେ ସମସ୍ତ ନେତାଙ୍କ ସହ ସାଇକେଲ ଯୋଗେ ପାର୍ଲାମେଣ୍ଟରେ ପହଞ୍ଚିଥିଲେ। କେବଳ ଏତିକି ନୁହେଁ, ରାହୁଲ ଗାନ୍ଧୀ ଏକ ଟ୍ରାକ୍ଟରରେ ପାର୍ଲାମେଣ୍ଟରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri