ହାତରେ ଛୁରି ଧରି ଏମିତି କହିଲେ ଅକ୍ଷୟ କୁମାରଙ୍କ ସ୍ତ୍ରୀ

ବଲିଉଡ୍‌ ଅଭିନେତ୍ରୀ ତଥା ଅକ୍ଷୟ କୁମାରଙ୍କ ସ୍ତ୍ରୀ ଟ୍ବିଙ୍କଲ ଖାନ୍ନା ପରଦାରୁ ଦୂରରେ ଅଛନ୍ତି, କିନ୍ତୁ ସୋସିଆଲ ମିଡିଆରେ ବହୁତ ସକ୍ରିୟ ରୁହନ୍ତି। ସମସାମୟିକ ପ୍ରସଙ୍ଗରେ ମଧ୍ୟ ତାଙ୍କ ମତକୁ ମୁକ୍ତ ଭାବରେ ଉପସ୍ଥାପନ କରନ୍ତି। ଟ୍ବିଙ୍କଲ ତାଙ୍କ ମଜାଳିଆ ଅନ୍ଦାଜ ପାଇଁ ବଲିଉଡରେ ଜଣାଶୁଣା। ନିକଟରେ ସେ ଏକ ଭିଡିଓ ଶେୟାର କରିଛନ୍ତି, ଭିଡିଓରେ ତାଙ୍କ ହାତରେ ଛୁରୀ ଦେଖାଯାଉଛି ଏବଂ ତାଙ୍କୁ ପ୍ରବଳ ରାଗ ମୁଡ୍‌ରେ ଦେଖିବାକୁ ମିଳିଛି। ଭିଡିଓ ଶେୟାର କରି ସେ ଲେଖିଛନ୍ତି- ‘ମୁଁ ପ୍ରକୃତରେ ଏହା କରିବାକୁ ଚାହେଁ ଯେତେବେଳେ ମୁଁ ବଡ଼ ପାର୍ଟିରେ ଛୋଟ ଛୋଟ କଥାବାର୍ତ୍ତା କରିବାକୁ ବାଧ୍ୟ ହୁଏ। ଟ୍ବିିଙ୍କଲର ଏହି ଭିଡିଓ ଦେଖିବା ପରେ ପ୍ରଶଂସକମାନେ ବହୁତ ପ୍ରତିକ୍ରିୟା କରୁଛନ୍ତି।ଏହି ଭିଡିଓରେ ଆୟୁଷ୍ମାନ ଖୁରାନା ସ୍ତ୍ରୀ ତାହିରା କଶ୍ୟପ ଏବଂ ନିର୍ଦ୍ଦେଶକ ଅଭିଷେକ କପୁର, ଡିନ ପାଣ୍ଡେ ମଧ୍ୟ ମନ୍ତବ୍ୟ ଦେଇଛନ୍ତି। ଟ୍ବିଙ୍କଲଙ୍କ ଏହି ଭିଡିଓ ଦେଖିବା ପରେ ପ୍ରଶଂସକମାନେ ତାଙ୍କ ସ୍ବାମୀ ଅଭିନେତା ଅକ୍ଷୟ କୁମାରଙ୍କ ବିଷୟରେ ମନ୍ତବ୍ୟ ଦେବା ଆରମ୍ଭ କରିଛନ୍ତି। ଜଣେ ପ୍ରଶଂସକ ଲେଖିଛନ୍ତି, ଅକ୍ଷୟ ସାର୍‌ ଭଲ ଅଛନ୍ତି? ଅନ୍ୟ ଜଣେ ଲେଖିଛନ୍ତି, ଅକ୍ଷୟଙ୍କ ଉପରେ ଏତେ ରାଗିଛନ୍ତି କି।


Enter your email to get our daily news in your inbox.

All Right Reserved By Dharitri.Com

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri