Odisha Elections 2024

ବ୍ରହ୍ମପୁରରୁ ଭଦ୍ରକ ଯାଏ ଲମ୍ବିଛି ଧଳା ଜହର ଚେର, ୨ ଗିରଫ

ପଦ୍ମପୁର,୧୩ା୮(ଡି.ଏନ୍‌.ଏ.): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ପୋଲିସ ଦୁଇ ଯୁବକଙ୍କୁ ବ୍ରାଉନ ସୁଗାର କାରବାର ଅଭିଯୋଗରେ ଗିରଫ କରିଛି। ଗିରଫ ଯୁବକ ଦ୍ୱୟ ହେଲେ ଚରମ୍ପା ପଥରାଡ଼ିର ଅଜୟ ଦାସ ଓ ଲାଞ୍ଜିପଲ୍ଲୀ ବ୍ରହ୍ମପୁରର ସତ୍ୟନାରାୟଣ ଆଚାର୍ଯ୍ୟ। ସେମାନଙ୍କ ଠାରୁ ୭୦ଗ୍ରାମ ବ୍ରାଉନସୁଗାର, ଦୁଇଟି ମୋବାଇଲ, ଗୋଟିଏ ବାଇକ ଜବତ କରାଯାଇଛି। ଥାନାରେ ଏ ନେଇ କେସ୍‌ ନମ୍ବର ୧୮୭/୨୧ ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ

କଟକ,୨୬ା୫(କାର୍ତ୍ତିକ ସାହୁ): ରବିବାର ପୂର୍ବାହ୍ନରେ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଚଳିତବର୍ଷ ପାସ୍‌ ହାର ୯୬.୦୭% ରହିଛି। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା...

କଟକଣାକୁ ବେଖାତିର, ଭୋଟଦେବା ସମୟର ଭିଡିଓ ଭାଇରାଲ

ଖୋର୍ଦ୍ଧା,୨୬ା୫(ପ୍ରଭାତ ପାଣିଗ୍ରାହୀ): ମତଦାନ କେନ୍ଦ୍ରରେ ମୋବାଇଲ ବ୍ୟବହାର ଉପରେ ନିର୍ବାଚନ ଆୟୋଗ କଟକଣା ଜାରି କରିଥିଲେ। କୌଣସି ମତଦାତା ଯେପରି ବୁଥ୍‌ ଭିତରକୁ ମୋବାଇଲ ନେଇପାରିବେ...

ନିର୍ବାଚନ କାହା ପାଇଁ ଦୁଃଖ ତ କାହାର ସୁଖ

ପଟ୍ଟାମୁଣ୍ଡାଇ,୨୬ା୫ (କଳ୍ପତରୁ ନାୟକ): ସାଧାରଣ ନିର୍ବାଚନ ଚାଲିଥିବା ବେଳେ କେନ୍ଦ୍ରାପଡ଼ା ଲୋକ ସଭା କ୍ଷେତ୍ରରେ ଜୁନ ୧ରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ଏଥିନେଇ ରାଜନଗର...

ଯାଜପୁର ଜିଲା: ଫୋକସ୍‌ରେ ମହିଳା ପ୍ରାର୍ଥୀ

ଯାଜପୁର,୨୬ା୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଏହା ଅଧୀନ ୭ ବିଧାନସଭା ଆସନରେ ଆସନ୍ତା ୧ ତାରିଖରେ ଭୋଟଗ୍ରହଣ ହେବ। ପ୍ରାର୍ଥୀ ଓ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି, ଘରକୁ ଫେରିବା ପାଇଁ କରାଯାଉଛି ଟିକେଟ ବ୍ୟବସ୍ଥା

କେନ୍ଦ୍ରାପଡ଼ା,୨୬ା୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ସାଧାରଣ ନିର୍ବାଚନ ପାଇଁ ଜୁନ ୧ରେ ମତଦାନ ହେବ। ଏଥିପାଇଁ ରାଜନୀତି ସରଗରମ ହୋଇଥିବା ବେଳେ ପ୍ରାର୍ଥୀଙ୍କର ଭୋଟରଙ୍କୁ...

ମାର୍କେଟ କମ୍ପ୍ଲେକ୍ସ, ଶୌଚାଳୟରେ ଝୁଲୁଛି ତାଲା

ପାରଳାଖେମୁଣ୍ଡି, ୨୫ା୫ (ଗିରିଧାରୀ ପରିଛା): ସରକାର କୋଟି କୋଟି ଟଙ୍କା ବ୍ୟୟ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରୁଥିବା ବେଳେ ପ୍ରଶାସନ ଓ କିଛି ମୁଷ୍ଟିମେୟ...

ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀ: ଭୋଟ ହାର ୭୪.୬୫%, ରାତି ସାଢ଼େ ୧୦ଟା ଯାଏ ଚାଲିଲା ମତଦାନ

ହାଟଡିହୀ,୨୬।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୯୧ଟି ଭୋଟ କେନ୍ଦ୍ରରେ ଭୋଟ ଗ୍ରହଣ ହୋଇଛି। ଉକ୍ତ ବିଧାନସଭା କ୍ଷେତ୍ର ଅଧୀନରେ ହାଟଡିହୀ ଏବଂ...

ଋଷିକୁଲ୍ୟା ମୁହାଣରେ ବିଦେଶୀ ପକ୍ଷୀଙ୍କ ସମାଗମ

ଗଞ୍ଜାମ,୨୫ା୫(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ଋଷିକୁଲ୍ୟା ମୁହାଣଠାରେ ଗତ କିଛିଦିନ ହେବ ବିଦେଶୀ ପକ୍ଷୀଙ୍କ ସମାଗମ ହେଉଥିବା ଦେଖିବାକୁ ମିଳିଛି। ଭାରତ ମହାସାଗର ଦକ୍ଷିଣରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri