Posted inଖେଳ

ଦଳରେ ସାମିଲ ହେଲେ ସୂର୍ଯ୍ୟ-ପୃଥ୍ବୀ

ଲଣ୍ଡନ,୧୪।୮: ଯୁବ ଓପନର ପୃଥ୍ବୀ ଶ’ ଓ ମିଡ୍‌ଲ ଅର୍ଡର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଶନିବାର ଭାରତୀୟ ଦଳରେ ସାମିଲ ହୋଇଛନ୍ତି। ବହୁ ପୂର୍ବରୁ ୟୁକେରେ ପହଞ୍ଚି ସାରିଥିବା ଦୁଇ ଖେଳାଳିଙ୍କ କ୍ୱାରେଣ୍ଟିନ ପିରିୟଡ୍‌ ଶେଷ ହୋଇଛି। ଏ ନେଇ ଦୁହିଁଙ୍କ ଫଟୋ ଶେୟାର କରି ସୂଚନା ଦେଇଛି ବିସିସିଆଇ।

ଦୁଇ ଖେଳାଳି କଲମ୍ବୋରୁ ଗତ ୩ ତାରିଖରେ ୟୁକେ ଅଭିମୁଖେ ଫ୍ଲାଇଟ୍‌ ନେଇଥିଲେ। ପହଞ୍ଚିବା ପରେ ଦୁହିଁଙ୍କୁ ୧୦ ଦିନିଆ କ୍ୱାରେଣ୍ଟିନରେ ରଖାଯାଇଥିଲା। ଆହତ ସମସ୍ୟା କାରଣରୁ ଚଳିତ ଇଂଲଣ୍ଡ ବିପକ୍ଷ ସିରିଜ୍‌ରୁ ଶୁବମାନ ଗିଲ, ଓ୍ବାଶିଂଟନ ସୁନ୍ଦର ଓ ଅଭେଶ ଖାଁ ବାଦ୍‌ ପଡ଼ିଥିଲେ। ଏମାନଙ୍କ ବଦଳ ଖେଳାଳି ଭାବେ ସୂର୍ଯ୍ୟ ଓ ପୃଥ୍ବୀଙ୍କୁ ଟିମ୍‌ ଇଣ୍ଡିଆରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri