ହାତୀ ମୃତ୍ୟୁର କାରଣ ଜୀବାଣୁ ସଂକ୍ରମଣ

କେନ୍ଦୁଝର,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗତ ୨୦ ଦିନରେ ୪ ମାଈ ହାତୀଙ୍କ ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଜିଲାରେ ଖୁବ ଚର୍ଚ୍ଚା ହୋଇଥିଲା। ମୃତ୍ୟୁର କାରଣ ଜାଣିବା ପାଇଁ ରାଜ୍ୟର ବରିଷ୍ଠ ପ୍ରାଣୀ ଚିକିତ୍ସକ ଓ ପ୍ରାଣୀ ରୋଗ ଗବେଷକ କେନ୍ଦୁଝରରେ ପହଞ୍ଚି ଯାଞ୍ଚ କରିଥିଲେ। ଏପରିକି ମୃତ ହାତୀର ରକ୍ତ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା। ହାତୀ ମୃତ୍ୟୁର କାରଣ ଜୀବାଣୁ ଜନିତ ବୋଲି ସାମ୍ପଲ ଟେଷ୍ଟରୁ ଜଣାପଡ଼ିଥିବା ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅଧିକାରୀ ମାନସ ମୁର୍ମୁ କହିଛନ୍ତି। ଅନ୍ୟପକ୍ଷେ ରୋଗ ସଂକ୍ରମଣ ଆଶଙ୍କା କରି ଉକ୍ତ ରେଞ୍ଜ ଅଧୀନ ସମସ୍ତ ଗ୍ରାମର ଗୃହପାଳିତ ପ୍ରାଣୀଙ୍କୁ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଟିକାକରଣ କାର୍ଯ୍ୟ ଜାରି ରହିଛି। ସେହିପରି ବନ ବିଭାଗ ପକ୍ଷରୁ ଅନ୍ୟ ଚଳପ୍ରଚଳ କରୁଥିବା ହାତୀମାନଙ୍କ ସ୍ବାସ୍ଥ୍ୟ ଉପରେ ନଜର ରଖାଯାଉଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri