ଭୁବନେଶ୍ୱର, ୧୭।୮(ବ୍ୟୁରୋ): ବାହାରିନ୍ରେ କାର୍ଯ୍ୟରତ ଜଣେ ପ୍ରବାସୀ ଓଡି଼ଆଙ୍କର ସେଠାରେ ମୃତ୍ୟୁ ହୋଇଥିଲା। ଏଭଳି ସ୍ଥିତିରେ ମୃତକଙ୍କ ପାର୍ଥିବ ଶରୀରକୁ ଓଡ଼ିଶା ଫେରାଇ ଆଣିବା ସହ ପୁରୀ ସ୍ବର୍ଗଦ୍ୱାରଠାରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏଥିପାଇଁ ଓଡ଼ିଶା-ମୋ ପରିବାର ପକ୍ଷରୁ ସମ୍ପୂର୍ଣ୍ଣ ସହାୟତା କରାଯାଇଛି ା ଗଞ୍ଜାମ ଜିଲା ଖଲିକୋଟ ବ୍ଲକ୍ ତୋଟାଗ୍ରାମର ସୀମାଞ୍ଚଳ ରାଉତ ବାହାରିନ୍ରେ ଏକ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଥିଲେ। ଜୁଲାଇ ୧୮ରେ ଉଚ୍ଚ ରକ୍ତଚାପ ଯୋଗୁ ତାଙ୍କ ବ୍ରେନ୍ ହାମ୍ରେଜ୍ ହୋଇ ବାହାରିନ୍ର ଏକ ସରକାରୀ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲେ ା ବାହାରିନ୍ରେ ଥିବା ଓଡ଼ିଆ ସମାଜର ପ୍ରତିଷ୍ଠାତା ଅରୁଣ କୁମାର ପ୍ରହରାଜଙ୍କ ତତ୍ତ୍ୱାବଧାନରେ ସେଠାରେ ଦୀର୍ଘ ୨୧ ଦିନର ଚିକିତ୍ସା ପରେ ଅଗଷ୍ଟ ୮ରେ ତାଙ୍କର ମୃତ୍ୟୁ ହୋଇଥିଲା ା ଓଡ଼ିଶା-ମୋ ପରିବାର ଏବଂ ପ୍ରହରାଜଙ୍କ ସହଯୋଗରେ ବିମାନ ଯୋଗେ ତାଙ୍କର ପାର୍ଥିବ ଶରୀରକୁ ଭୁବନେଶ୍ୱର ବିମାନବନ୍ଦର ଏବଂ ଶେଷକୃତ୍ୟ ପାଇଁ ପୁରୀ ସ୍ବର୍ଗଦ୍ୱାରକୁ ନେବାରେ ସମସ୍ତ ବନ୍ଦୋବସ୍ତ କରାଯାଇଥିଲା। ସୀମାଞ୍ଚଳଙ୍କ ପାର୍ଥିବ ଶରୀର ବିମାନବନ୍ଦରରେ ପହଞ୍ଚିବା ସମୟରେ ଓଡ଼ିଶା-ମୋ ପରିବାର ଆବାହକ ଅରୂପ ପଟ୍ଟନାୟକ ଓ ପୁରୀ ସ୍ବର୍ଗଦ୍ୱାରରେ ଶେଷକୃତ୍ୟ ସମୟରେ ଷ୍ଟାଲିନ୍ ପରିଜା ଉପସ୍ଥିତ ଥିଲେ।
ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି
ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...
ଅଚାନକ ଦିଲ୍ଲୀ ଟିମ୍ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…
ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...
୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର
ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...
ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ
କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...
ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...
ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video
ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...
ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...
କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...
Archives


