Posted inଖେଳ

ଟି-୨୦ ବିଶ୍ୱକପ୍‌ ପାଇଁ ଘୋଷଣା ହେଲା କାର୍ଯ୍ୟସୂଚୀ: ଏହି ତାରିଖରେ ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୧୭।୮:ଆନ୍ତର୍ଜାତୀୟ କ୍ରିକେଟ ପରିଷଦ ଆଜି ଟି -୨୦ ବିଶ୍ୱକପ ୨୦୨୧ର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଆଇସିସି ଦ୍ୱାରା ପ୍ରକାଶିତ କାର୍ଯ୍ୟସୂଚୀ ଅନୁଯାୟୀ, ଅକ୍ଟୋବର ୧୭ ରେ ଓମାନ ଏବଂ ପାପୁଆ ନ୍ୟୁ ଗିନି ମଧ୍ୟରେ ଟି -୨୦ ବିଶ୍ୱକପର ପ୍ରଥମ ମ୍ୟାଚ ଖେଳାଯିବ। ସେହି ଦିନ ଦ୍ୱିତୀୟ ମ୍ୟାଚ ବାଂଲାଦେଶ ଏବଂ ସ୍କଟଲ୍ୟାଣ୍ଡ ମଧ୍ୟରେ ହେବ। ଭାରତ ଟି -୨୦ ବିଶ୍ୱକପରେ ପ୍ରଥମ ମ୍ୟାଚ ଅକ୍ଟୋବର ୨୦ରେ ପାକିସ୍ତାନ ବିପକ୍ଷରେ ଖେଳିବ। ଭାରତରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପ କରୋନା ଯୋଗୁ ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ଏହାକୁ ୟୁଏଇ ଏବଂ ଓମାନକୁ ସ୍ଥାନାନ୍ତର କରିଛି।

୨୦୨୧ ଟି-୨୦ ବିଶ୍ୱକପରେ ଭାରତ କାର୍ଯ୍ୟସୂଚୀ

୨୪ ଅକ୍ଟୋବର- ଭାରତ ବନାମ ପାକିସ୍ତାନ

୩୧ ଅକ୍ଟୋବର-ଭାରତ ବନାମ ନ୍ୟୁଜିଲାଣ୍ଡ

୩ ନଭେମ୍ବର- ଭାରତ ବନାମ ଆଫଗାନିସ୍ତାନ

୫ ନଭେମ୍ବର-ଭାରତ ବନାମ ବି୧

୮ ନଭେମ୍ବର ଭାରତ ବନାମ ଏ୨


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri