ପମ୍ପ ହାଉସରେ ପଶି ହାତଗୋଡ଼ ବାନ୍ଧି ଲୁଟିନେଲେ

କାମାକ୍ଷାନଗର, ୧୭।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ରେକୁଳାଠାରେ ଥିବା ଜନସ୍ବାସ୍ଥ୍ୟ ବିଭାଗର ପମ୍ପ ହାଉସରେ ସୋମବାର ବିଳମ୍ବିତ ରାତ୍ରିରେ ଦୁର୍ବୃତ୍ତ ପଶିଥିଲେ । ଡ୍ରାଇଭରଙ୍କୁ ମାରଣାସ୍ତ୍ର ଦେଖାଇ ମାଡ଼ମାରି ପାଇପ, ମୋବାଇଲ ଓ ସୁନା ଚେନ ଲୁଟିନେଇଛନ୍ତି।
ସୂଚନାଯୋଗ୍ୟ, କାମାକ୍ଷାନଗର ସହରକୁ ଜନସ୍ବାସ୍ଥ୍ୟ ବିଭାଗ ତରଫରୁ ଜଳ ଯୋଗାଣ ହେଉଛି । ସହରକୁ ନୂତନ ପାଣି ପାଇପ ସଂଯୋଗ ପାଇଁ ପମ୍ପ ହାଉସ ନିକଟରେ ପାଇପ ଥିବାସହ ଦୁଇଟି ପମ୍ପ ହାଉସର ଡ୍ରାଇଭର ଶ୍ରୀଧର ବେହେରା ଓ ପ୍ରଦୀପ୍ତ ବେହେରା ଜଗିଥିଲେ। ରାତିରେ ୪ରୁ ୫ ଦୁର୍ବୃତ୍ତ ଶ୍ରୀଧର ଏବଂ ପ୍ରଦୀପ୍ତଙ୍କ ହାତଗୋଡ ବାନ୍ଧିବା ସହିତ ମାଡ଼ ମାରିଥିଲେ। ୫୦ରୁ ଊର୍ଦ୍ଧ୍ୱ ପାଇପ ଗାଡ଼ିରେ ନେଇ ଫେରାର ହୋଇଯିବା ସହ ପ୍ରଦୀପ୍ତଙ୍କ ସୁନାଚେନ, ବ୍ରେସ୍‌ଲେଟ ଓ ଦାମୀ ମୋବାଇଲ ଲୁଟି ନେଇଥିଲେ। ଏ ନେଇ ପୋଲିସରେ ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri