ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଓଆଇସି ମମତାଙ୍କୁ କ୍ରାଇମବ୍ରଞ୍ଚର ଜେରା

ପାରଳାଖେମୁଣ୍ଡି,୨୦।୮(ଡି.ଏନ୍‌.ଏ.): ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ଶୁକ୍ରବାର କ୍ରାଇମବ୍ରାଞ୍ଚ ଟିମ୍‌ ଗୁରାଣ୍ଡି ଥାନା ଓଆଇସି ମମତା ପଣ୍ଡାଙ୍କୁ ଜେରା କରିଛି। ସେ ସୌମ୍ୟଙ୍କ ଆମ୍ବୁଲାନ୍ସ ଅଟକାଇଥିବା ନେଇ ତାଙ୍କ ପରିବାର ଲୋକେ ଅଭିଯୋଗ କରିଥିବାରୁ ତାଙ୍କୁ ମଧ୍ୟ ତଦନ୍ତ ପରିସରଭୁକ୍ତ କରାଯାଇଛି। ଏ ନେଇ ସକାଳୁ ତାଙ୍କୁ ଜେରା ଚାଲିଛି। ବିଗତ ଦିନରେ ମମତା ପୋଲିସ ଜେରା ସମ୍ମୁଖିନ ହୋଇଥିଲେ। ସେହି ସମୟରେ ତାଙ୍କୁ ଅନେକ ପ୍ରଶ୍ନର ଉତ୍ତର ଦେବାକୁ ପଡ଼ିଥିଲା। କେଉଁ କାରଣରୁ ନିଜ ଥାନା ଛାଡି ପାରଳାଖେମୁଣ୍ଡି ଘଟଣାସ୍ଥଳକୁ ଆସିଥିଲେ, ଆମ୍ବୁଲାନ୍ସ କେଉଁ କାରଣରୁ ଅଟକାଇଥିଲେ। କାହା ନିର୍ଦ୍ଦେଶରେ ପାରଳାଖେମୁଣ୍ଡି ଆସିଥିଲେ ଏହି ସବୁ ପ୍ରଶ୍ନର ଉତ୍ତର ଦେଇ ସେତେବେଳେ ପୋଲିସଠାରୁ ଏକ ପ୍ରକାର କ୍ଲିନ ଚିଟ ପାଇଥିଲେ ମମତା। ତବେ କ୍ରାଇମେବ୍ରାଞ୍ଚ ପୁଣି ଥରେ ସେହି ସବୁ ପ୍ରଶ୍ନ ଦୋହରାଇବା ଅନେକ ପ୍ରଶ୍ନ କରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ...

ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା...

ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର...

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ...

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri