କାବୁଲରୁ ୧୬୦ ଅଷ୍ଟ୍ରେଲୀୟ-ଆଫଗାନିସ୍ତାନ ନାଗରିକଙ୍କୁ ସ୍ଥାନାନ୍ତର

କାନବେରା,୨୦ା୮: ଆଫଗାନିସ୍ତାନକୁ ତାଲିବାନ କବ୍‌ଜା ପରଠାରୁ ଅନ୍ୟ ଦେଶଗୁଡ଼ିକ ସେମାନଙ୍କର ନାଗରିକ ଏବଂ ଦୂତାବାସର ଅଧିକାରୀମାନଙ୍କୁ ସେଠାରୁ ସ୍ଥାନାନ୍ତର କରିବା ଆରମ୍ଭ କରି ଦେଇଛନ୍ତି। ତୃତୀୟ ଥଇଥାନ ବିମାନ ପରେ ଅଷ୍ଟ୍ରେଲିଆ ଏବଂ ଆଫଗାନିସ୍ତାନର ୧୬୦ରୁ ଅଧିକ ନାଗରିକଙ୍କୁ କାବୁଲରୁ ସ୍ଥାନାନ୍ତର କରାଯାଇଛି। ଏନେଇ ଶୁକ୍ରବାର ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ସ୍କଟ ମାରିସନ ସୂଚନା ପ୍ରଦାନ କରିଛନ୍ତି।

ମାରିସନ କହିଛନ୍ତି, ଆଫଗାନିସ୍ତାନରେ ୨୦ ବର୍ଷ ଯୁଦ୍ଧ ସମୟରେ ଅଷ୍ଟ୍ରେଲିଆକୁ ସାହାଯ୍ୟ କରିଥିବା ଆଫଗାନିସ୍ତାନ ଏବଂ ଅଷ୍ଟ୍ରେଲୀୟ ନାଗରିକଙ୍କ ସମେତ ୬୦ଜଣଙ୍କୁ ରାତିରେ ସଂଯୁକ୍ତ ଆରବ ଏମିରେଟ୍ସକୁ ବିମାନ ଉଡ଼ାଣ କରାଯାଇଥିଲା। ସେ କହିଛନ୍ତି, ପ୍ରଥମ ବିମାନ ଦ୍ୱାରା ଶୁକ୍ରବାର ୯୪ ଜଣଙ୍କୁ ପଶ୍ଚିମ ଉପକୂଳବର୍ତ୍ତୀ ପର୍ଥ ସହରକୁ ପଠାଯାଇଛି। ମାରିସନଙ୍କ ଅନୁଯାୟୀ, ଅଷ୍ଟ୍ରେଲିଆ କାବୁଲ ବିମାନବନ୍ଦର ବ୍ୟତୀତ ଆଫଗାନିସ୍ତାନର ଅନ୍ୟ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରିପାରିବ ନାହିଁ। ୬୦୦ ଅଷ୍ଟ୍ରେଲୀୟ ଏବଂ ଆଫଗାନିସ୍ତାନରୁ ବାହାରିବା ଖବର ଉପରେ ଅଷ୍ଟ୍ରେଲିଆ ସରକାର କୌଣସି ମନ୍ତବ୍ୟ ଦେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri