Posted inଫୁରସତ

ଦୋକାନ ବାହାରେ ଶୋଇଥିଲେ ବୋଲି ବୃଦ୍ଧାଙ୍କ ଉପରେ ପାଣି ଢ଼ାଳିଲେ ମାଲିକ; ସେତିକିବେଳେ ଯବାନ ପହଞ୍ଚି…

କଥାରେ ଅଛି ମାନବିକତାଠାରୁ ବଡ଼ ଧର୍ମ ବିଶ୍ୱରେ ନାହିଁ। ଯେତେବେଳେ, ଯେଉଁଠି ସୁଯୋଗ ମିଳିବ, ଅସହାୟ ଲୋକଙ୍କୁ ସାହାଯ୍ୟ କରିବା ଉଚିତ। ସୋସିଆଲ ମିଡିଆରେ ଏଭଳି ଏକ ଭିଡିଓ ଭାଇରାଲ ହେଉଛି ଯାହାକୁ ଦେଖି ଲୋକମାନେ ବେଶ ଭାବପ୍ରବଣ ହେଉଛନ୍ତି। କାରଣଟି ଭିଡିଓରେ ଜଣେ ଭାରତୀୟ ଯବାନଙ୍କ ମହାନତାକୁ ଦେଖିବାକୁ ମିଳିଛି।

ଭିଡିଓରେ ଜଣେ ବ୍ୟକ୍ତିଙ୍କ ଦୋକାନ ଆଗରେ ଜଣେ ବୃଦ୍ଧା ମହିଳାଙ୍କୁ ଶୋଇଥିବା ଦେଖାଯାଉଛି। ଠିକ୍‌ ଏହି ସମୟରେ ଦୋକାନ ମାଲିକ ଆସି ତାଙ୍କୁ ପିଟି ପିଟି ଉଠାଇବାକୁ ଚେଷ୍ଟା କରୁଛନ୍ତି। ଏଥିରେ ନ ଉଠିବାରୁ ବ୍ୟକ୍ତିଜଣଙ୍କ ତାଙ୍କ ଉପରେ ପାଣି ଢ଼ାଳନ୍ତି। ଏହା ଦେଖି ମହିଳାଜଣଙ୍କ ଭୟଭୀତ ହୋଇ ଉଠି ପଡ଼ି ତାଙ୍କୁ ଶୋଇବାକୁ ଦେବା ପାଇଁ ଗୋଡ ଧରୁଛନ୍ତି। ହେଲେ ଦୋକାନ ମାଲିକ ରାଜି ନ ହୋଇ ପାଟି କରୁଛନ୍ତି। ପରେ ଜଣେ ଯବାନ ଆସି ମହିଳାଙ୍କୁ ସାହାଯ୍ୟ କରୁଛନ୍ତି। ଏହା ଦେଖିବା ପରେ ଲୋକମାନେ ଭାବପ୍ରବଣ ହେବା ସହ ଯବାନଙ୍କୁ ବହୁତ ପ୍ରଶଂସା କରୁଛନ୍ତି।

ଆଇଏଏସ୍‌ ଅବନୀଶ ଶରଣ ଟୁଇଟରରେ ଏହାକୁ ଶେୟାର କରି ଲେଖିଛନ୍ତି, ମୁଁ ଏହି ଅଜଣା ଯବାନଙ୍କୁ ନମସ୍କାର କରୁଛି। ତେବେ ଭିଡିଓଟିକୁ ୬୦ହଜାରରୁ ଅଧିକ ଲୋକ ଦେଖି ସାରିଥିବା ବେଳେ ୧୦ ହଜାର ଲୋକ ଏହାକୁ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମ ରିଲ କରିବାକୁ ଆପଣଙ୍କ ଫୋନରେ କେତେ ମେଗାପିକ୍ସେଲ କ୍ୟାମେରା ହେବା ଜରୁରୀ ଜାଣନ୍ତୁ

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ତିଆରି କରି ସମସ୍ତେ ଫେମଶ ହେବାକୁ ଚାହାଁନ୍ତି। ଏଥିପାଇଁ ଅନେକ ଲୋକ ବହୁତ କଠିନ ପରିଶ୍ରମ...

ପ୍ରଥମ ରୋଜଗାର ଟଙ୍କାର ସ୍ପର୍ଶ ଓ ଆପଣାପଣ ମୋ ପାଇଁ ଅଭୁଲା: ଗାଳ୍ପିକା ହେମାଙ୍ଗିନୀ ଦାଶ

ସେତେବେଳେ ବାପା ଥିଲେ ଆମ ପରିବାରର ଏକମାତ୍ର ଉପାର୍ଜନକ୍ଷମ ବ୍ୟକ୍ତି। ଜମିବାଡ଼ି ଅଧିକ ଥିଲା ବୋଲି ମୋ ସାନ ଜେଜେମା’ ତାଙ୍କୁ ଶିକ୍ଷକତା କରିବାକୁ ଦେଇ...

ପୋଲିସ କୁକୁରଙ୍କୁ ଏଭଳି ଦିଆଯାଏ କଡ଼ା ଟ୍ରେନିଂ,Video ଦେଖିଲେ ହେବେ ଚକିତ…

ପୋଲିସ ଏବଂ ଯବାନମାନଙ୍କ ଟ୍ରେନିଂ ବହୁତ କଷ୍ଟକର। ଫିଲ୍ମରେ ସାଧାରଣତଃ ଏହି ଟ୍ରେନିଂର କିଛି ଦୃଶ୍ୟ ଦେଖାଯାଇଥାଏ, ଯେଉଁଥିରେ ଦଉଡ଼ି ଲଗାଇ ଝୁଲିବାଠାରୁ ବନ୍ଧୁକ ଚଳାଇବାର...

ଆଜି ବିଶ୍ୱ ହସ ଦିବସ

ଶିଶୁଟିର କଅଁଳ ମୁହଁର ହସ କେବଳ ମା’ବାପାଙ୍କୁ ନୁହେଁ, ସମସ୍ତଙ୍କୁ ଖୁସି ଦିଏ। ହେଲେ ସେହି ଶିଶୁ ବଡ଼ ହେଲେ ତା’ ମୁହଁରୁ ହସ ଉଭେଇ...

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ...

ଏହି ମସିହାରେ ପୃଥିବୀରୁ ଅଦୃଶ୍ୟ ହୋଇଯିବେ ମନୁଷ୍ୟ: ବାବା ଭେଙ୍ଗାଙ୍କ ଲୋମଟାଙ୍କୁରା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩।୫: ବୁଲଗେରିଆରେ ରହୁଥିବା ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତାମାନଙ୍କ ମଧ୍ୟରୁ ବାବା ଭେଙ୍ଗା ଅନ୍ୟତମ। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ। ବାବା ଭେଙ୍ଗା ମାତ୍ର ୧୨ ବର୍ଷ...

ବିଶ୍ୱର ସବୁଠୁ ଉତ୍ତପ୍ତ ସ୍ଥାନ: ତାପମାତ୍ରା ଜାଣିଲେ ଉଡିଯିବ ହୋଶ୍‌

ଭାରତର ସବୁଠାରୁ ଗରମ ମାସ ହେଉଛି ମେ’ ଏବଂ ଜୁନ। ଦେଶର ଅନେକ ସ୍ଥାନରେ ପ୍ରବଳ ଗରମ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିନ୍ତୁ ବିଶ୍ୱରେ...

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ ପ୍ରତିବର୍ଷ ମେ’ ୩ରେ ସମଗ୍ର ବିଶ୍ୱରେ ପାଳନ କରାଯାଏ।  ଏହି ଦିନଟି ଭାରତ ତଥା ସମଗ୍ର ବିଶ୍ୱରେ ଗଣମାଧ୍ୟମର ଅବଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri