Posted inଖେଳ

କାଲିଠୁ ଟୋକିଓ ପାରାଲିମ୍ପିକ୍ସ: ୯ ଇଭେଣ୍ଟରେ ଭାରତର ପ୍ରତିଯୋଗୀ

ଟୋକିଓ, ୨୩।୮: କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ସଫଳ ଆୟୋଜନ ପରେ ମଙ୍ଗଳବାରଠାରୁ ଟୋକିଓରେ ଆରମ୍ଭ ହେବାକୁ ଯାଉଛି ପାରାଲିମ୍ପିକ୍‌ କ୍ରୀଡ଼ାର ୧୬ତମ ସଂସ୍କରଣ। ଅନ୍ତର୍ଜାତୀୟ ପାରାଲିମ୍ପିକ୍‌ କମିଟି ଆନୁକୂଲ୍ୟରେ ହେବାକୁ ଯାଉଥିବା ଏହି ପ୍ରତିଯୋଗିତା ସେପ୍ଟେମ୍ବର ୫ ପର୍ଯ୍ୟନ୍ତ ଚାଲିବ। ଏଥିରେ ୧୬୩ଟି ଦେଶର ୪୫୩୭ ପ୍ରତିଯୋଗୀ ଭାଗନେବେ। ୨୨ଟି କ୍ରୀଡ଼ାର ୫୪୦ଟି ଇଭେଣ୍ଟ ଏହି ସଂସ୍କରଣରେ ଅନୁଷ୍ଠିତ ହେବ। ପ୍ରକୃତରେ ଏହି ପ୍ରତିଯୋଗିତା ୨୦୨୦ ଅଗଷ୍ଟ ୨୫ରୁ ସେପ୍ଟେମ୍ବର ୬ ପର୍ଯ୍ୟନ୍ତ ହେବାର ଥିଲା। ମାତ୍ର କୋଭିଡ୍‌-୧୯ ମହାମାରୀ ଯୋଗୁ ଏହାକୁ ସ୍ଥଗିତ ରଖାଯାଇଥିଲା। ଅଲିମ୍ପିକ୍ସ ପରି ପାରାଲିମ୍ପିକ୍ସର ଅଧିକାଂଶ ଇଭେଣ୍ଟ ବିନା ଦର୍ଶକରେ ଅନୁଷ୍ଠିତ ହେବ।

ପାରାଲିମ୍ପିକ୍ସରେ ଭାରତର ୫୪ ପ୍ରତିଯୋଗୀ ୯ଟି କ୍ରୀଡ଼ା ଇଭେଣ୍ଟରେ ଅଂଶଗ୍ରହଣ କରିବେ। ଅଲିମ୍ପିକ୍ସ ପରି ପାରାଲିମ୍ପିକ୍ସର ଉଦ୍‌ଘାଟନୀ ଓ ଉଦ୍‌ଯାପନୀ ଉତ୍ସବ ମଧ୍ୟ କଟକଣା ମଧ୍ୟରେ ଅନୁଷ୍ଠିତ ହେବ। ଉଦ୍‌ଘାଟନୀରେ ଭାରତର ୬ ଅଫିସିଆଲ ଓ ୫ ଆଥ୍‌ଲେଟ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଖୋଲିବ ଏପଷ୍ଟିନ୍‌ ପେଡ଼ି: ଫାଇଲ୍‌ରେ ଟ୍ରମ୍ପ୍‌, ଚିନ୍ତାରେ ହ୍ବାଇଟ୍‌ ହାଉସ୍‌

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୯ା୧୨(ସିଏନ୍‌ଏନ୍‌/ଏଜେନ୍ସି): ଜେଫ୍ରି ଏପଷ୍ଟିନ୍‌ଙ୍କ ସହ ଜଡ଼ିତ ଅତି ସମ୍ବେଦନଶୀଳ ଦସ୍ତାବିଜ ‘ଏପଷ୍ଟିନ୍‌ ଫାଇଲ୍ସ’ ଖୋଲିବାକୁ ସମୟ ଯେତିକି ପାଖେଇ ଆସୁଛି, ବଡ଼ବଡ଼ିଆଙ୍କ ହୃତ୍‌ସ୍ପନ୍ଦନ ସେତିକି ବଢ଼ିବାରେ...

ଖେଳ ଜଗତରେ ଶୋକର ଛାୟା: ବିମାନ ଦୁର୍ଘଟଣାରେ ଚାଲିଗଲା ଏହି ଖେଳାଳିଙ୍କ ଜୀବନ, ସ୍ତ୍ରୀ ପିଲା ବି…

ନୂଆଦିଲ୍ଲୀ,୧୯।୧୨: ରେସିଂ ଜଗତରୁ ଏକ ଦୁଃଖଦ ଖବର ଆସିଛି। ଉତ୍ତର କାରୋଲିନାର ଷ୍ଟେଟସଭିଲ ଆଞ୍ଚଳିକ ବିମାନବନ୍ଦର ନିକଟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ...

କଟକରେ ମା’ହେଲେ ଦଶମ ଶ୍ରେଣୀ ଛାତ୍ରୀ: ବଳାତ୍କାର ପରେ…

କଟକ,୧୯।୧୨: କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ବିଶ୍ୱରେ ଖେଳିଗଲା…

ନୂଆଦିଲ୍ଲୀ,୧୯।୧୨: ଭାରତ ଚାଇନା ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଚାଇନାରୁ ଆମଦାନୀ ହେଉଥିବା କିଛି ଇସ୍ପାତ ଉତ୍ପାଦ ଉପରେ ପାଞ୍ଚ ବର୍ଷର ଆଣ୍ଟି-ଡମ୍ପିଂ ଶୁଳ୍କ...

ପାକିସ୍ତାନ ଜନସଂଖ୍ୟା ନିୟନ୍ତ୍ରଣ ଉଦ୍ୟମକୁ ଝଟ୍‌କା: କଣ୍ଡୋମ ଶସ୍ତା କରାଇପାରିଲେନି ଶାହବାଜ

ଇସଲାମାବାଦ,୧୯ା୧୨: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପାକିସ୍ତାନର ଜନ୍ମ ନିୟନ୍ତ୍ରଣ ସାମଗ୍ରୀ (କଣ୍ଡୋମ/ଗର୍ଭ ନିରୋଧକ) ଉପରେ ଲାଗୁ ହୋଇଥିବା ୧୮ ପ୍ରତିଶତ ସାଧାରଣ ବିକ୍ରୟ କର...

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ହେବେ ଓଡ଼ିଶାର ସଙ୍ଗମ କୁମାର ସାହୁ

କଟକ,୧୯ା୧୨: ସୁପ୍ରିମକୋର୍ଟ କଲେଜିୟମ୍ ଓଡିଶା ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁଙ୍କୁ ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ନିଯୁକ୍ତ ଦେବା ପାଇଁ ଗୁରୁବାର ସୁପାରିଶ କରିଛି। ମୁଖ୍ୟ...

ଶେଷ ହେବ ‘ଇନ୍ସପେକ୍ଟର ରାଜ୍‌’ : ମୁଖ୍ୟ ଶାସନ ସଚିବ ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୯।୧୨ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ, ଯୋଜନା ଏବଂ କାର୍ଯ୍ୟକ୍ରମ ଅନେକ ସମୟରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ ହୋଇପାରୁନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri