ଇନ୍‌ଫୋସିସ୍‌କୁ ସେପ୍ଟେମ୍ବର ୧୫ ଯାଏ ମହଲତ

ନୂଆଦିଲ୍ଲୀ,୨୪।୮ ନୂଆ ଆୟକର ଇ-ଫାଇଲିଂ ପୋର୍ଟାଲରେ ବିଭିନ୍ନ ସମସ୍ୟା ବର୍ତ୍ତମାନ ସୁଦ୍ଧା ଜାରି ରହିଛି। ଟିକସଦାତା ଏ ନେଇ ବାରମ୍ବାର ସରକାରଙ୍କ ନିବେଦନ କରିବା ପରେ ସରକାର ଏ ଦିଗରେ ଯତ୍ନବାନ ହୋଇଛନ୍ତି। ରବିବାର ଇନ୍‌ଫୋସିସ ସିଇଓ ସଲିଲ ପାରେଖଙ୍କୁ ସରକାର ସମନ ଜାରି କରିଥିଲେ। ତେବେ ଆସନ୍ତା ମାସ ୧୫ ସୁଦ୍ଧା ଏ ସଂକ୍ରାନ୍ତ ସବୁ କାମ ଶେଷକରି ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିବାକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଇନ୍‌ଫୋସିସ୍‌ କମ୍ପାନୀକୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି। ଆୟକର ରିଟର୍ନ ଫାଇଲିଂ ନେଇ ଧାର୍ଯ୍ୟ ସମୟ ସୀମା ପୂର୍ବରୁ ଏହି କାର୍ଯ୍ୟ କରିବାକୁ କୁହାଯାଇଛି।
ବିଭିନ୍ନ ସମୟରେ ହଇରାଣ ହେଉଥିବାରୁ ଏ ନେଇ ସୀତାରାମନ କମ୍ପାନୀକୁ କୈଫିୟତ ମାଗିଛନ୍ତି। ନୂଆ ଆଇଟି ରିଟର୍ନ ପୋର୍ଟାଲରେ ସମସ୍ୟା ଲାଗି ରହିବାକୁ ଆୟକର ରିଟର୍ନ ଫାଇଲ କରୁଥିବା ଲୋକମାନେ ପ୍ରଥମେ ସୋସିଆଲ ମିଡିଆରେ ନିଜର ଅସନ୍ତୋଷ ଜାହିର କରିଥିଲେ। ଏହା ପରେ ସରକାର ରିଟର୍ନ ଫାଇଲର ଧାର୍ଯ୍ୟ ଅବଧିକୁ ସେପ୍ଟେମ୍ବର ୩୦ ଯାଏ ବଢ଼ାଇଛନ୍ତି। ଏହି ସମସ୍ୟାକୁ ନେଇ ସୀତାରାମନ କ୍ଷୋଭ ପ୍ରକାଶ କରିଛନ୍ତି। ପ୍ରାୟ ଅଢେଇ ମାସ ହେବ ଏହି ସମସ୍ୟା ଲାଗି ରହିଥିବା ଏହାର ସ୍ଥାୟୀ ସମାଧାନ ହୋଇପାରିନାହିଁ ବୋଲି କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ପକ୍ଷରୁ ସୂଚନା ରହିଛି।
ମୁତାବକ, ସନ୍ତୋଷଜନକ ସେବା ଯୋଗାଣ କରିବାରେ ଇନ୍‌ଫୋସିସ ସକ୍ଷମ ହୋଇନାହିଁ। ଏଥିଲାଗି ଅଧିକ ସମ୍ବଳ ଏବଂ ଚେଷ୍ଟାର ଆବଶ୍ୟକତା ରହିଛି ବୋଲି ସରକାର ଉପଲବ୍ଧି କରିଛନ୍ତି। ବିଭିନ୍ନ ସମସ୍ୟା ନେଇ ଇନ୍‌ଫୋସିସ୍‌ ସିଇଓଙ୍କୁ ଅବଗତ କରାଯାଇଛି। ପୋର୍ଟାଲ ଠିକ୍‌ ଭାବେ କାର୍ଯ୍ୟ କରୁ ନ ଥିବା ବେଳେ ରିଟର୍ନ ଫାଇଲିଂରେ ବିଳମ୍ବ ହେଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri