ଆକର୍ଷଣ ସାଜିଲା ଖବରକାଗଜ ନିର୍ମିତ କୁନିରଥ

ଜୟପୁର,୪ା୭(ଡି.ଏନ୍‌.ଏ.): ଜୟପୁର ସହରର କେବିଏସ୍‌ଡି ରାସ୍ତାଦେଇ ତିନି ଠାକୁର ପହଣ୍ଡିରେ ମନ୍ଦିରରୁ ରଥପଡ଼ିଆ ପର୍ଯ୍ୟନ୍ତ ଯାଇଥିଲେ। ଏହି ସମୟରେ ସେହି ରାସ୍ତାରେ ପୁରୁଣା ଖବରକାଗଜରେ ନିର୍ମିତ ଏକ କୁନିରଥ ସମସ୍ତଙ୍କୁ ଆକୃଷ୍ଟ କରିଛି। ୮ବର୍ଷର ସହସ୍ରାଂଶୁ ପୂଜାରୀ ଏହା ତିଆରି କରିଛନ୍ତି। ନିର୍ମାଣ କାମରେ ସମସ୍ତ ସହାୟତା ତାଙ୍କ ପିଉସୀ ପୁଷ୍ପାଞ୍ଜଳି ତ୍ରିପାଠୀ କରିଥିବା ପରିବାର ଲୋକେ କହିଛନ୍ତି। କାଠରେ ନିର୍ମିତ ତିନି ଠାକୁର ବଡ଼ ରଥରେ ଏବଂ ମାର୍ବଲର ଛୋଟ ତିନି ଠାକୁରଙ୍କ ପ୍ରତିମୂର୍ତ୍ତି ସାନରଥରେ ବିରାଜମାନ କରିଛନ୍ତି ା ଏହି ରଥ ନିର୍ମାଣରେ କେବଳ ପୁରୁଣା ଖବର କାଗଜ, ଅଠା ଓ ରଙ୍ଗ ବ୍ୟବହାର କରାଯାଇଛି। ମୁଖ୍ୟମନ୍ଦିରରେ ତିନି ଠାକୁରଙ୍କ ପହଣ୍ଡି ବେଳେ କୁନିରଥ ଦେଖିବାକୁ ସମସ୍ତଙ୍କର ବେଶ୍‌ ଆଗ୍ରହ ଜମିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

ରାଜ୍ୟରେ ହାଡଭଙ୍ଗା ଶୀତ: ୧୦ ଡିଗ୍ରୀ ତଳେ ୧୬ ସହର, ସେମିଳିଗୁଡ଼ାରେ ସର୍ବନିମ୍ନ…

ଭୁବନେଶ୍ୱର,୧୧।୧୨: ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ରହିଛି। ବିଗତ ଦୁଇ...

ଅସହ୍ୟ ଶୀତ: ପଡୁଛି ବରଫ..

ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର...

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

ଆମେରିକା ପରେ ଏବେ ଏହି ଦେଶ ଭାରତ ଉପରେ ଲଗାଇଲା ୫୦% ଟାରିଫ୍‌, ଜାଣନ୍ତୁ କେବେଠୁ ହେବ ଲାଗୁ…

ନୂଆଦିଲ୍ଲୀ,୧୧।୧୨: ଡିସେମ୍ବର ୧୦ ତାରିଖରେ, ମେକ୍ସିକୋ ସିନେଟ ଏକ ବଡ଼ ବିଲ ପାସ କରିଛି। ଯାହା ଚାଇନା ଭାରତ, ଦକ୍ଷିଣ କୋରିଆ, ଥାଇଲ୍ୟାଣ୍ଡ ଏବଂ ଇଣ୍ଡୋନେସିଆ...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

ଫ୍ରିଜ୍‌ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…

ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri