Posted inଖେଳ

ଶକ୍ତି ପ୍ରଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୭।୮: ପଞ୍ଜାବ କଂଗ୍ରେସରେ କନ୍ଦଳ ଭିତରେ ଏବେ ଶକ୍ତି ପ୍ରଦର୍ଶନ ସମୟ ଆସିଛି। ପଞ୍ଜାବ କଂଗ୍ରେସ ସଭାପତି ନବଜୋତ ସିଂ ସିଦ୍ଧୁଙ୍କ ପରେ ଏବେ କ୍ୟାପଟେନ ଅମରିନ୍ଦର ସିଂ ଏବଂ ତାଙ୍କ ସମର୍ଥକମାନେ ଶକ୍ତି ପ୍ରଦର୍ଶନ କରିଛନ୍ତି। ଗୁରୁବାର ପଞ୍ଜାବ କ୍ୟାବିନେଟ ବୈଠକ ପରେ କ୍ରୀଡ଼ା ମନ୍ତ୍ରୀ ରାଣା ଗୁରୁମିତ ସିଂ ସୋଧି ତାଙ୍କ ବାସଭବନରେ ଏକ ରାତ୍ରୀ ଭୋଜନ ଆୟୋଜନ କରିଥିଲେ। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ୫୮ ଜଣ ବିଧାୟକ ଏବଂ ଆଠ ଜଣ କ୍ୟାବିନେଟ ମନ୍ତ୍ରୀ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିକଟତମ ନେତାମାନଙ୍କ ମଧ୍ୟରେ ରାଣାଙ୍କୁ ବିବେଚନା କରାଯାଏ, ତେଣୁ ତାଙ୍କ ବାସଭବନରେ ଏହି ଭୋଜନକୁ କ୍ୟାପଟେନଙ୍କ କ୍ୟାମ୍ପ ଦ୍ୱାରା ଶକ୍ତି ପ୍ରଦର୍ଶନ ଭାବରେ ଦେଖାଯାଉଛି।
ଅନ୍ୟପକ୍ଷରେ ବିରୋଧୀ ଶିବିରରେ ଜଡିତ ତିନିଜଣ ମନ୍ତ୍ରୀ ଗୁରୁବାର ଦିଲ୍ଲୀରେ ପହଞ୍ଚି ହାଇକମାଣ୍ଡଙ୍କ ସହ କ୍ୟାପଟେନଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି। କ୍ରୀଡ଼ା ମନ୍ତ୍ରୀଙ୍କ ଘରେ ଆୟୋଜିତ ଏହି ରାତ୍ରୀ ଭୋଜନ ରାଜ୍ୟର ରାଜନୈତିକ ମହଲରେ ନୂଆ ଆଲୋଚନାର କାରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

VIDEO: ଆର୍‌ସିବିର ମଜା ଉଡାଇଲା ପଞ୍ଜାବ କିଙ୍ଗ୍ସ, ଧର୍ମଶାଳା ମ୍ୟାଚ୍‌କୁ ନେଇ ବଢ଼ିଲା ଉତ୍କଣ୍ଠା

ନୂଆଦିଲ୍ଲୀ,୮।୫: ଆଇପିଏଲ୍‌ ୨୦୨୪ର ଲିଗ୍‌ ପର୍ଯ୍ୟାୟ ଏବେ ଶେଷ ସୋପାନରେ। ଦୁଇ ସପ୍ତାହ ପରେ ଟୁର୍ନାମେଣ୍ଟର ପ୍ଲେ ଅଫ୍‌ ମୁକାବିଲା ଖେଳାଯିବ। ଏଯାବତ ଗୋଟିଏ ବି...

ଟି୨୦ ବିଶ୍ୱକପ୍‌କୁ ମାଗଣାରେ ଦେଖିପାରିବେ ଦର୍ଶକ, ଡିଜ୍‌ନୀ କଲା ବଡ଼ ଘୋଷଣା…

ନୂଆଦିଲ୍ଲୀ,୮।୫: ଆଗାମୀ ଟି୨୦ ବିଶ୍ୱକପ୍‌ ନେଇ ବଡ଼ ଘୋଷଣା କରିଛି ଡିଜ୍‌ନୀ ପ୍ଲସ୍‌ ହଟ୍‌ଷ୍ଟାର। ବ୍ୟବହାରକାରୀମାନେ ଏହି ମୋବାଇଲ ଆପ୍‌ରେ ମାଗଣାରେ ବିଶ୍ୱକପ୍‌କୁ ଉପଭୋଗ କରିପାରିବେ।...

ବଳାତ୍କାର ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୮।୫: ଭାରତୀୟ ମୂଳ କ୍ରିକେଟର ନିଖିଲ ଚୌଧୁରୀ ଅଷ୍ଟ୍ରେଲିଆରେ ଖେଳନ୍ତି ଏବଂ ବିଗ ବାସ ଲିଗ (ବିବିଏଲ)ରେ ଏକ ଜଣାଶୁଣା ନାମ। ୨୮ ବର୍ଷୀୟ ନିଖିଲ...

ଏହି ଭାରତୀୟ କ୍ରିକେଟର୍‌ଙ୍କୁ ପସନ୍ଦ କରନ୍ତି ଅଷ୍ଟ୍ରେଲିଆ ଅଧିନାୟକ: ନା କରିବା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୮।୫: ନିକଟରେ ମୁମ୍ବାଇ ଇଣ୍ଡିଆନ୍ସ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ପ୍ୟାଟ କମିନ୍ସଙ୍କ ଅଧିନାୟକ ସନରାଇଜର୍ସ ହାଇଦ୍ରାବାଦକୁ ୭ ଉଇକେଟରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା।...

ଲାଇଭ୍‌ ମ୍ୟାଚ୍‌ରେ ସଞ୍ଜୁଙ୍କ ସହ ହେଲା ଧୋକା!ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୮।୫: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ରାଜସ୍ଥାନ ରୟାଲ୍ସର ଅଧିନାୟକ ସଞ୍ଜୁ ସାମସନ ଏକ ଚମତ୍କାର ଇନିଂସ ଖେଳିଥିଲେ। ତେବେ ସଞ୍ଜୁ ରାଜସ୍ଥାନକୁ ନିଜ...

ଆଜି ଫ୍ରାନ୍ସରେ ପ୍ରବେଶ କରିବ ଅଲିମ୍ପିକ୍ସ ମଶାଲ

ପ୍ୟାରିସ୍‌, ୮ା୫ : ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ର ଅଲିମ୍ପିକ୍ସ ମଶାଲ ଶେଷରେ ଫ୍ରାନ୍ସରେ ପ୍ରବେଶ କରିବାକୁ ଯାଉଛି। ବୁଧବାର ଫ୍ରାନ୍ସର ଦକ୍ଷିଣ ପଟରେ ଥିବା ମାର୍ସେଲେ...

ସୂର୍ଯ୍ୟ ୩ନଂ.ରେ ଖେଳିବା ଉଚିତ: ଲାରା

ନୂଆଦିଲ୍ଲୀ, ୮।୫ : ଆସନ୍ତା ମାସରେ ହେବାକୁ ଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସୂର୍ଯ୍ୟକୁମାର ଭାରତୀୟ ବ୍ୟାଟିଂ କ୍ରମରେ ୩ ନମ୍ବରରେ ଆସିବା ଉଚିତ ବୋଲି...

‘ଟି୨୦ ବିଶ୍ୱକପ୍‌ ପୂର୍ବରୁ ରୋହିତଙ୍କୁ ବିଶ୍ରାମ ଆବଶ୍ୟକ’

ମୁମ୍ବାଇ, ୮ା୫ : ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମାଙ୍କୁ ଟି୨୦ ବିଶ୍ୱକପ୍‌ ପୂର୍ବରୁ ବିଶ୍ରାମ ଆବଶ୍ୟକ ବୋଲି ମତ ଦେଇଛନ୍ତି ପୂର୍ବତନ ଅଷ୍ଟ୍ରେଲୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri