ଅଗଷ୍ଟ ୩୧ ପରେ ତାଲିବାନ ସହ କଥା ହେବ ଆମେରିକା: ବାଇଡେନ

ଓ୍ବାଶିଂଟନ,୨୮ା୮: ଅଗଷ୍ଟ ୩୧ ପରେ ଆଫଗାନିସ୍ତାନର କାବୁଲ ବିମାନବନ୍ଦରରୁ ସୁରକ୍ଷିତ ସ୍ଥାନାନ୍ତର ପାଇଁ ଆମେରିକା ତାଲିବାନ ସହ କଥା ହେବ ବୋଲି ଆମେରିକା ରାଷ୍ଟ୍ରପତି ଜୋ-ବାଇଡେନ କହିଛନ୍ତି। ଏହି ପରିପ୍ରେକ୍ଷୀରେ କୂଟନୈତିକ ପ୍ରୟାସକୁ ଜୋରଦାର କରିବାକୁ ବାଇଡେନ ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନଙ୍କୁ କହିଛନ୍ତି। ଆମେରିକା ଚାହୁଁଛି ଯେ, ତାଲିବାନ ଅଗଷ୍ଟ ୩୧ରେ ସାମରିକ ପ୍ରତ୍ୟାହାର ପରେ ମଧ୍ୟ ଅଧିକ ଆଫଗାନିସ୍ତାନ ସହଯୋଗୀଙ୍କୁ ଘଉଡ଼ାଇବାରେ ସମ୍ପୂର୍ଣ୍ଣ ସହଯୋଗ ଜାରି ରଖିବ। ହ୍ବାଇଟ୍‌ ହାଉସର ପ୍ରେସ ସଚିବ ଜେନ୍‌ ପାସାକି ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।

ଜେନ୍‌ ପାସାକି କହିଛନ୍ତି ଯେ, ଆଫଗାନିସ୍ତାନରୁ ଆମେରିକା ସୈନ୍ୟ ପ୍ରତ୍ୟାହାର ପରେ ମଧ୍ୟ ଆଫଗାନିସ୍ତାନ ସହଯୋଗୀ ତଥା ଆମେରିକାର ଭିସା ଉପରେ ଆଫଗାନିସ୍ତାନ ସହଯୋଗୀଙ୍କ ଆଗମନରେ ତାଲିବାନ କୌଣସି ପ୍ରତିବନ୍ଧକ ସୃଷ୍ଟି ନ କରିବାକୁ ଆମେ ଚାହୁଁଛୁ ।  ଅବଶ୍ୟ ଏଥିପାଇଁ ତାଲିବାନ ସହିତ ସମନ୍ବୟ ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri