ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ପର୍ରାପାଟ୍‌ ମନ୍ଦିର ନିକଟରେ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ ଏହି ମ୍ୟାଚ୍‌ରେ ୪୩ ବଲରେ ୫…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ମଧ୍ୟରେ ଖୋଳାଯାଉଛି। ପ୍ରଥମେ ବ୍ୟାଟିଂ କରିଥିବା…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ ମାନେ ଶିକାର କରି ମାଂସ କାଟି…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ ଜନ ସଚେତନ କଲେ ଭାଜପାର ବରିଷ୍ଠ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ ସ୍ଥାନରେ ବିଜୟ ଉତ୍ସବ ବେଳେ ଘଟିଥିବା…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି । ଦଳର ମୁଖ୍ୟ ମମତା ବାନାର୍ଜୀଙ୍କ ଦ୍ୱାରା ଡକାଯାଇଥିବା ଏକ ବୈଠକରେ ବହୁ…

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର ପତ୍ରର ଡିଜିଟାଲ୍ ମୂଲ୍ୟାୟନକୁ ନେଇ ଗତ କିଛି ଦିନ ଧରି ଚାଲିଥିବା ପ୍ରବଳ…

କଲ୍ୟାଣ ବାନାର୍ଜୀଙ୍କ ଉପରେ ଆକ୍ରମଣ ନେଇ ଆସିଲା ମମତାଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ ଭାଜପା…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ନେତାଙ୍କ ଉପରେ ଆକ୍ରମଣ ଅଭିଯୋଗ ନେଇ ଭାରତୀୟ ଜନତା ପାର୍ଟି (ଭାଜପା)କୁ ତୀବ୍ର ସମାଲୋଚନା କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ବରିଷ୍ଠ ଟିଏମ୍‌ସି…

ଉତ୍ତରାଖଣ୍ଡରେ ହଠାତ୍‌ ବଦଳିଗଲା ପାଗ, କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି

ଡେରାଡୁନ୍‌,୩୧ା୫: ରବିବାର ଉତ୍ତରାଖଣ୍ଡରେ ହଠାତ୍‌ ପାଗର ପରିବର୍ତ୍ତନ ହୋଇଥିଲା। ଫଳରେ ପର୍ବତଠାରୁ ସମତଳ ଅଞ୍ଚଳ ପର୍ଯ୍ୟନ୍ତ ସବୁକିଛି ଥରାଇ ଦେଇଥିଲା। କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି ଘଟିଛି। ତୀର୍ଥଯାତ୍ରା ସ୍ଥଗିତ ରଖାଯାଇଛି। ରାଜ୍ୟ ଜରୁରୀକାଳୀନ ଅପରେସନ୍ସ ସେଣ୍ଟର (SEOC) ଅନୁଯାୟୀ, ସାରା…

ନିରାଡମ୍ବର ଉତ୍ସବରେ ଶପଥ ନେବେ ଶିବକୁମାର, ଜାଣନ୍ତୁ କାହିଁକି ନେଲେ ଏଭଳି ନିଷ୍ପତ୍ତି

ବେଙ୍ଗାଲୁରୁ,୩୧।୫: ବର୍ଷ ବର୍ଷ ଧରି ରାଜନୈତିକ ଚାଲବାଜି ଏବଂ ସିଦ୍ଦାରାମାୟାଙ୍କ ସହ ତୀବ୍ର କ୍ଷମତା ସଂଘର୍ଷ ପରେ, ଡି.କେ. ଶିବକୁମାର ଶେଷରେ କର୍ନାଟକର ମୁଖ୍ୟମନ୍ତ୍ରୀ ହେବାର ତାଙ୍କର ଦୀର୍ଘଦିନର ସ୍ବପ୍ନ ପୂରଣ କରିବାକୁ ପ୍ରସ୍ତୁତ ହୋଇଛନ୍ତି। ସେ ଜୁନ ୩ ଅପରାହ୍ନ…

ଯୁବକଙ୍କୁ ଥାର୍ଡ ଡିଗ୍ରୀ: ବଦଳିଲେ ବାରଙ୍ଗ IIC: ଜାଣନ୍ତୁ କିଏ ହେଲେ ନୂଆ

ବାରଙ୍ଗ, ୩୧।୫(ଲିଙ୍ଗରାଜ ରାଉତ) : ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗ ପରେ ପୋଲିସ ବିଭାଗ ତତ୍କାଳ କାର୍ଯ୍ୟନୁଷ୍ଠାନ ନେଇଛି। ବାରଙ୍ଗ ଥାନାର IIC ନିରଞ୍ଜନ ବେହେରାଙ୍କୁ ବଦଳି କରାଯାଇ କଟକ DCP ଅଫିସକୁ ପଠାଯାଇଛି। ଏହି ଘଟଣା…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି ଯେ ତେହରାନ ସହିତ ଯେକୌଣସି ଚୁକ୍ତି ଆମେରିକାର ପ୍ରମୁଖ ସର୍ତ୍ତ ପୂରଣ କରିବାକୁ…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଏହାକୁ ଏକ ବୈଷୟିକ ତ୍ରୁଟି (Technical Glitch)…

ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍‌ମିଟ୍‌ ହେବାର ୩ ଦିନ ପୂର୍ବରୁ ହେବ ସବୁ..

.ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ ହସ୍ପିଟାଲରେ ଆଡମିଟ୍‌ ହେବାର ୩ ଦିନ ପୂର୍ବରୁ କାର୍ଡରେ ପରୀକ୍ଷା ହେବ। ୩…

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ NTA ତୁରନ୍ତ ଏକ ଅପଡେଟ ଜାରି କରି ଏକ ସଂଶୋଧିତ କାର୍ଯ୍ୟସୂଚୀ କାର୍ଯ୍ୟକାରୀ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri