ଆରମ୍ଭରୁ ହଟ୍ଟଗୋଳ: ୧୧ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁୁବନେଶ୍ୱର,୨ା୯(ବ୍ୟୁରୋ): ଷୋଡ଼ଶ ବିଧାନସଭାର ସପ୍ତମ(ମୌସୁମୀ) ଅଧିବେଶନ ଦ୍ୱିତୀୟ ଦିନ ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା କ୍ଷଣି ବିରୋଧୀ ବିଭିନ୍ନ ପ୍ଲା କାର୍ଡ ଧରି ଗୃହରେ ନାରାବାଜି କରିଥିଲେ। ଏପରିକି ବାଚସ୍ପତିି ସୂର୍ଯ୍ୟନାରାୟଣଙ୍କ ପୋଡ଼ିୟମ ନିକଟକୁ ଆସି ନାରାବାଜି କରିଥିଲେ ।

ମାହାଙ୍ଗା ଡବଲ ମର୍ଡର ଘଟଣାରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ନେଇ ବିରୋଧୀ ଭାଜପା ସଦସ୍ୟମାନେ ହୋ-ହଲ୍ଲା କରିଥିଲେ। ସେହିପରି ଚାଷୀ ପ୍ରସଙ୍ଗ ଉଠାଇ କଂଗ୍ରେସ ସଦସ୍ୟମାନେ ମଧ୍ୟ ହଟ୍ଟଗୋଳ କରିଥିଲେ। ଏହାକୁ ଦୃଷ୍ଟିରେ ରଖି ବାଚସ୍ପତି ଗୃହକୁ ୧୧.୩୦ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି। ଏଥିସହ ଗୃହର ସୁପରିଚାଳନା ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ!

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ। ଭାଜପାର ଅଭିଯୋଗ ପରେ ବଦଳି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ବଦଳି ନିର୍ଦ୍ଦେଶ...

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ...

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ...

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ: ୯ ଜଣ ଶ୍ରମିକ ଆହତ

ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ...

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri