ଆଜି ବି ବିଧାନସଭା ଆରମ୍ଭରୁ ହଟ୍ଟଗୋଳ: ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର,୩ା୯(ବ୍ୟୁରୋ): ଆଜି ବି ବିଧାନସଭା ଆରମ୍ଭରୁ ହଟ୍ଟଗୋଳ। ବିଧାନସଭାର ତୃତୀୟ ଦିନରେ ବିରୋଧୀଙ୍କ ହଟ୍ଟଗୋଳ ଓ ନାରାବାଜି ଯୋଗୁ ଗୃହକାର୍ଯ୍ୟ ଅଚଳ ହୋଇଛି। ଷ୍ଟାଫ୍‌ ସିଲେକ୍ସନ କମିଶନ ଦୁର୍ନୀତିକୁ ନେଇ ବିରୋଧୀମାନେ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଛନ୍ତି। କଂଗ୍ରେସ ସଦସ୍ୟଙ୍କ ହୋ-ହଲ୍ଲା ପରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଅନ୍ୟପକ୍ଷରେ ମହାଙ୍ଗା ଡବଲ ମର୍ଡର ଘଟଣାରେ ମନ୍ତ୍ରୀ ପ୍ରତାପ ଜୋନାଙ୍କ ବିରୋଧରେ ତଦନ୍ତ କରିବା ପାଇଁ କୋର୍ଟ ଦେଇଥିବା ଆଦେଶ ଭିତ୍ତିରେ ତାଙ୍କୁ ବହିଷ୍କାର କରିବାକୁ ଦାବି କରି ଭାଜପା ବିଧାୟକମାନେ ଗୃହର ମଧ୍ୟଭାଗକୁ ଚାଲିଆସିଥିଲେ। ଉଭୟ ପକ୍ଷକୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବୁଝାଇବାକୁ ଚେଷ୍ଟା କଲେ ମଧ୍ୟ ତାହା କୌଣସି ଫଳପ୍ରଦ ହୋଇ ନ ଥିଲା। ବିଧାୟକମାନେ ନିଜ ନିଜ ଜିଦ୍‌ରେ ଅଟଳ ରହିଥିଲେ। ଫଳରେ ଗୃହକାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri