Posted inଖେଳ

ଭାଙ୍ଗିଲା ଓପନିଂ ଯୋଡ଼ି

ଓଭାଲ,୪।୯: ଡିଫେନ୍ସିଭ ଟେକନିକ୍‌ ଦେଖାଉଥିବା ଭାରତୀୟ ଓପନର ଲୋକେଶ ରାହୁଲ (୪୦) ଆଉଟ୍‌ ହୋଇ ପ୍ୟାଭିଲିଅନ ଫେରିଛନ୍ତି। ୧୦୦ରୁ ଅଧିକ ବଲ ଖେଳି ସେଟ୍‌ ହୋଇସାରିଥିବା ରାହୁଲଙ୍କୁ ଉଇକେଟକିପରଙ୍କ ହାତରେ କ୍ୟାଚ୍‌ ଆଉଟ୍‌ କରାଇଛନ୍ତି ଇଂଲଣ୍ଡ ପେସର ଜିମ୍ମି ଆଣ୍ଡରସନ। ଫଳରେ ୮୩ ରନ୍‌ରେ ଇଂଲଣ୍ଡକୁ ମିଳିଛି ପ୍ରଥମ ଉଇକେଟ। ଏବେ ରୋହିତ ଶର୍ମା (୩୬*) ଓ ଚେତେଶ୍ୱର ପୂଜାରା ବ୍ୟାଟିଂ କରୁଛନ୍ତି। ଭାରତ ଏବେ ମଧ୍ୟ ୧୬ ରନ୍‌ ପଛରେ ରହିଛି।

ପ୍ରଥମ ଇନିଂସରେ ଭାରତ ୧୯୧ ରନ୍‌ରେ ଅଲଆଉଟ୍‌ ହୋଇଥିବା ବେଳେ ୨୯୦ ରନ୍‌ରେ ସୀମିତ ରହିଥିଲା ଇଂଲଣ୍ଡ। ଦ୍ୱିତୀୟ ଇନିଂସ ବ୍ୟାଟିଂ ଆରମ୍ଭ କରି ଟିମ୍‌ ଇଣ୍ଡିଆ ୨ୟ ଦିନ ଶେଷ ସୁଦ୍ଧା ବିନା କୌଣସି କ୍ଷତିରେ ୪୩ ରନ୍‌ କରିଥିଲା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri