ଅଭିନେତ୍ରୀ ମଲାଇକା ଆରୋରା ସୋସିଆଲ ମିଡିଆରେ ସର୍ବଦା ଚର୍ଚ୍ଚାରେ ଥାନ୍ତି। କେବେବେଳେ ନିଜ ଫିଟ୍ନେସ୍କୁ ନେଇ ତ ଆଉ କେତେବେଳେ ଅଭିନେତା ଅର୍ଜୁନ କପୁରଙ୍କ ସହ ତାଙ୍କ ପ୍ରେମ ସମ୍ପର୍କକୁ ନେଇ ସେ ଆଲୋଚନରେ ଥାନ୍ତି। ନିକଟରେ ତାଙ୍କୁ ଦାମୀ ଡ୍ରେସ୍କୁ ନେଇ ଚର୍ଚ୍ଚା ଉଠିଛି। ଟିଭି ଶୋ’ ସୁପର୍ମଡେଲ୍ ଅଫ୍ ଦ ୟର୍ ସିଜିନ୍-୨ର ଏକ ଏପିସୋଡରେ ତାଙ୍କୁ ଏକ ଗାଉନ୍ ପିନ୍ଧିଥିବାର ଦେଖାଯାଇଥିଲା। ଯାହାର ମୂଲ୍ୟ ୧.୭୦ ଲକ୍ଷ ବୋଲି ଜଣାପଡିଛି। ମେଟାଲିକ୍ ଗାଉନ୍ରେ ମଲାଇକା ହଟ୍ ମଧ୍ୟ ଦେଖାଯାଉଥିଲେ। ସେ ନିଜ ଇନ୍ଷ୍ଟାଗ୍ରାମରେ ଡ୍ରେସ୍ର କିଛି ଫଟୋ ଶେୟାର୍ କରିଛନ୍ତି। ଯାହା ଭାଇରାଲ ହେବାରେ ଲାଗିଛି। ପିଙ୍କ୍-ବ୍ଲୁ ମିଶ୍ରିତ ମେଟାଲିକ୍ ଗାଉନ୍ଟି ଡିଜାଇନର୍ ଜେମି ମାଲୋଫ୍ଙ୍କ ଶୀତ ଦିନିଆ କଲେକ୍ସନ୍। ପୂର୍ବରୁ ଏହି ଗାଉନ୍ରୁ ମୂଲ୍ୟ ୩.୩୯ ଲକ୍ଷ ଥିବାବେଳେ ଏବେ ଏହା ୧.୭୦ ଲକ୍ଷ ଟଙ୍କାରେ ବିକ୍ରି ହେଉଛି।
ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା: ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ
ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...
‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’
ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...
ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍ କାର୍ଡ, ଲାଇଫଟାଇମ୍ ଯାଏ Free
ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...
ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ
ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...
ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା
ଦୁବାଇ,୧୯।୧୨: ସିନିଅର୍ ମେନ୍ସ ଏସିଆ କପ୍ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...
ଛତୁଆ ବିଲ୍ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ
ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...
ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …
ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...
ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ
ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...
Archives


