Posted inଜାତୀୟ

ଭାଜପା ଏମ୍‌ପିଙ୍କ ଘର ସମ୍ମୁଖରେ ବୋମା ବିସ୍ଫୋରଣ..

କୋଲକାତା,୮।୯: ପଶ୍ଚିମବଙ୍ଗରେ ଭାଜପା ଏମ୍‌ପି ଅର୍ଜୁନ ସିଂଙ୍କ ଘର ସମ୍ମୁଖରେ ବୋମା ବିସ୍ଫୋରଣ ଘଟିଛି। ବୁଧବାର ସକାଳେ ପ୍ରଚଣ୍ଡ ବିସ୍ଫୋରଣ ଘଟିବାରୁ ଆଖପାଖ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ରାଜ୍ୟପାଳ ଜଗଦୀପ୍‌ ଧନଖର ଏସମ୍ପର୍କରେ ଟୁଇଟ୍‌ କରି ସୂଚନା ଦେବା ସହିତ ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ନେଇ ଚିନ୍ତା ପ୍ରକଟ କରିଛନ୍ତି। ଖବର ପାଇ ଘଟଣାସ୍ଥଳରେ ପୋଲିସ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବିସ୍ଫୋରଣ ସମୟରେ ଅର୍ଜୁନ ଘରେ ନ ଥିବା ସ୍ଥାନୀୟ ପୋଲିସ ପକ୍ଷରୁ କୁହାଯାଇଛି।

ଏନେଇ ଅର୍ଜୁନ କହିଛନ୍ତି ଯେ, ରାଜ୍ୟ ଉପ ନିର୍ବାଚନ ପାଇଁ ତାଙ୍କୁ ଭବାନୀପୁର ଇନଚାର୍ଜ ଦାୟିତ୍ୱ ପ୍ରଦାନ କରାଯାଇଛି। ତେଣୁ ନିର୍ବାଚନ ପୂର୍ବରୁ ତାଙ୍କୁ ହତ୍ୟା କରିବାର ଉଦ୍ୟମ ହେଉଛି। ଏହାର ତଦନ୍ତ ରାଜ୍ୟ ସରକାର କରିବେ ଏବଂ ଶେଷରେ ମାମଲାକୁ ରଫ-ଦଫା କରିଦେବେ। ଏନେଇ କୌଣସି ଏଫ୍‌ଆଇଆର୍‌ ହେବ ନାହିଁ ଅବା ଚାର୍ଜଶିଟ୍‌ ମଧ୍ୟ ଦାଖଲ କରାଯିବ ନାହିଁ ବୋଲି ସେ ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍‌କରେଙ୍କ ହତ୍ୟାକାରୀ ଆର୍‌ଏସ୍‌ଏସ୍‌ ସହ ଜଡ଼ିତ: କଂଗ୍ରେସ ନେତାଙ୍କ ଦାବିକୁ ନେଇ ବିବାଦ

ମୁମ୍ବାଇ,୬ା୫:୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ବେଳେ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌)ର ତତ୍କାଳୀନ ମୁଖ୍ୟ ହେମନ୍ତ କର୍‌କରେଙ୍କୁ ଆତଙ୍କବାଦୀ ଅଜମଲ କସବ ହତ୍ୟା କରି ନ...

ବିପତ୍ତି ଡାକୁଛି ଜଙ୍ଗଲ ନିଆଁ

ଡେରାଡୁନ୍‌,୬ା୫:ଉତ୍ତରାଖଣ୍ଡ ଜଙ୍ଗଲରେ ଗତ ନଭେମ୍ବରରୁ ଅଦ୍ୟାବଧି ୮୮୬ ଥର ନିଅଁା ଲାଗିଛି। ବନାଗ୍ନିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜାଣିଶୁଣି ନିଆଁ ଲଗାଇବା ଅଭିଯୋଗରେ ୬୪...

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ...

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରି ରୋଡ ଶୋ’ରେ ବାହାରିଲେ ମୋଦି

ଅଯୋଧ୍ୟା,୫।୫: ଜାନୁଆରୀ ୨୨ରେ ରାମ ମନ୍ଦିରର ଉଦଘାଟନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମ ଲାଲାଙ୍କ ଦର୍ଶନ ପାଇବା ପାଇଁ...

ଗଧରେ ଚଢ଼ି ନାମାଙ୍କନ ଦାଖଲ ପାଇଁ ପହଞ୍ଚିଲେ ପ୍ରାର୍ଥୀ

ଗୋପାଳଗଞ୍ଜ,୫।୫ଚଳିତ ଲୋକ ସଭା ନିର୍ବାଚନରେ ବିଭିନ୍ନ ପ୍ରାର୍ଥୀଙ୍କ ଅଜବ ଗଜବ ରଙ୍ଗ ଥମିବାର ନାଁ ନେଉନାହିଁ। ବିହାରର ଗୋପାଳଗଞ୍ଜ ଲୋକ ସଭା ଆସନରୁ ଜଣେ ସ୍ବାଧୀନ...

ମେହେବୁବା ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ଶ୍ରୀନଗର,୫।୫: ଲୋକ ସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ରବିବାର (ମେ ୫) ପିଡିପି ସଭାପତି ମେହବୁବା ମୁଫତିଙ୍କୁ ଏକ ସୋ କଜ...

ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେଇଥିବା ମୌଲବୀ ଗିରଫ

ସୁରଟ,୫ା୫: ଭାଜପାର ପୂର୍ବତନ ମୁଖପାତ୍ର ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେବା ସହ ହିନ୍ଦୁ ସଂଗଠନର ଜଣେ ନେତାଙ୍କୁ ହତ୍ୟା ଯୋଜନା କରିଥିବା ଅଭିଯୋଗରେ ସୁରଟର...

ଗୁରୁଦ୍ୱାରାରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ଚଣ୍ଡିଗଡ଼,୫ା୫: ପଞ୍ଜାବର ଫିରୋଜପୁରସ୍ଥିତ ଗୁରୁଦ୍ୱାରାରେ ଜଣେ ୧୯ ବର୍ଷୀୟ ଯୁବକ ପ୍ରବେଶ କରି ପବିତ୍ର ଗୁରୁଗ୍ରନ୍ଥ ସାହିବ୍‌ର କେତେକ ପୃଷ୍ଠା ଚିରିଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri