Posted inଫୁରସତ

ଛୋଟ ସାପ ଭାବି ଲାଞ୍ଜକୁ ଧରି ଟାଣୁଥିଲେ; ଫଣା ଟେକି ଗର୍ଜନ କରି ଉଠିଲା ଅହିରାଜ; ଆଉ ତା’ ପରେ…

ଆଜିକାଲି ସୋସିଆଲ ମିଡିଆରେ ସାଧାରଣଜନତାଙ୍କଠାରୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ ସକ୍ରିୟ ରହୁଛନ୍ତି। ଅନେକ ଭାରତୀୟ ବନସେବା ଅଧିକାରୀଙ୍କ ନାମ ମଧ୍ୟ ଏହି ତାଲିକାରେ ରହିଛି। ସେମାନେ ପ୍ରାୟତଃ ଜଙ୍ଗଲ ଦୁନିଆ ବିଷୟରେ ଅବଗତ କରାଇଥାନ୍ତି। ଏହି କ୍ରମରେ ଜଣେ ଆଇଏଫଏସ୍‌ ଅଫିସର ସାପ ଉଦ୍ଧାର ବେଳର ଏକ ଭିଡିଓ ଶେୟାର କରିଛନ୍ତି। ଏହାକୁ ଦେଖିଲେ ଆପଣଙ୍କ ଲୋମ ଟାଙ୍କୁରି ଉଠିବ। ଭିଡିଓଟି ଏବେ ବେଶ ଭାଇରାଲ ହେଉଛି।

ଭିଡିଓରେ ଦେଖାଯାଉଛି, ଜଣେ ବ୍ୟକ୍ତି ଛୋଟ ଭାବି ଏକ ସାପକୁ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ। ବ୍ୟକ୍ତିଜଣଙ୍କ ସାପର ଲାଞ୍ଜ ଧରି ବାହାରକୁ ଆଣୁଥିଲେ। ହେଲେ ସାପଟି ବାହାରକୁ ଆସିବା ପରେ ହୋସ୍‌ ଉଡିଯାଇଥିଲା। କାରଣ ସେ ସାଧାରଣ ସାପ ନ ଥିଲା। ଏକ କିଙ୍ଗ୍‌ କୋବ୍ରା(ଅହିରାଜ) ଥିଲା। ଏହା ଦେଖି ସେ ଚମକି ପଡ଼ିବା ସହ ଛିଡ଼ା ହୋଇ ରହିଥିଲେ।

ଭିଡିଓ ଦେଖନ୍ତୁ:

ରିପୋର୍ଟ ଅନୁଯାୟୀ, ବ୍ୟକ୍ତିଜଣଙ୍କ ହେଲେ କର୍ଣ୍ଣାଟକର ଦକ୍ଷିଣ କନ୍ନଡ଼ ଜିଲାରେ ଥିବା ବେଲ୍ଟଙ୍ଗାଡ଼ିର ଅଶୋକ । ସେ ଜଣେ ସାପଧରାଳି। ହେଲେ ସେ ପ୍ରଥମେ ସାପକୁ ଚିହ୍ନିବାରେ ଭୁଲ କରିଥିଲେ। ଭାରତୀୟ ବନ ସେବା ଅଧିକାରୀ ପ୍ରବୀଣ କାସଓ୍ବାନ୍‌ ଟୁଇଟରରେ ଏହାର ଭିଡିଓକୁ ଶେୟାର କରିଥିଲେ। ଏହାକୁ ହଜାର ହଜାର ଲୋକ ପସନ୍ଦ କରିଛନ୍ତି। କିଛି ଲୋକ ଭାଗ୍ୟ ଭଲ ସେ ବଞ୍ଚିଗଲେ ବୋଳି ମନ୍ତବ୍ୟ ମଧ୍ୟ ଦେଉଥିବା ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri