କରୋନା ସ୍ଥିତି, ଟିକାକରଣକୁ ନେଇ ମୋଦିଙ୍କ ଉଚ୍ଚସ୍ତରୀୟ ବୈଠକ

ନୂଆଦିଲ୍ଲୀ,୧୦ ।୯: ଦେଶରେ କରୋନାର ଦ୍ୱିତୀୟ ଲହର କମି କମି ଆସୁଥିବା ବେଳେ ତୃତୀୟ ଲହରକୁ ନେଇ ବେଳକୁ ବେଳ ଆଶଙ୍କା ବଢିବାରେ ଲାଗିଛି । ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ କରୋନା ସ୍ଥିତି ଓ ଟିକାକରଣକୁ ନେଇ ଏକ ଉଚ୍ଚ ସ୍ତରୀୟ ବୈଠକରେ ଯୋଗ ଦେଇଥିଲେ । ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୌଠକରେ ଦେଶରେ କେରାନାର ସ୍ଥିତିକୁ ନେଇ ଆଲୋଚନା ହୋଇଥିଲା । ଗୋଟିଏ ଦିନ ପୂର୍ବରୁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ କହିଥିଲେ ଦେଶରେ ଏବେବି କରୋନାର ଭୟ ଲାଗି ରହିଛି । ଦ୍ୱିତୀୟ ଲହର ଏପର୍ଯ୍ୟନ୍ତ କମ୍ ହୋଇ ନାହିଁ । ତେଣୁ ଆମକୁ ଯେତେ ସତର୍କତା ଅବଲମ୍ବନ କରିବାକୁ ପଡିବ । ସୂଚନାଯୋଗ୍ୟ, ଦେଶରେ ଦିନେ ସଂକ୍ରମଣ କମି ଯାଇଥିବା ବେଳେ ଆର ଦିନକୁ ଏହା ପୁଣି ବଢିଯାଉଛି । ଯାହା ଉଭୟ ପ୍ରଶାସନ ଓ ସାଧାରଣ ଜନତାଙ୍କ ନିଦ ଅଜାଇ ଦେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri