ପୁଣି ଚର୍ଚ୍ଚାରେ ସୋନୁ

ମୁମ୍ବାଇ: ବଲିଉଡ୍ ଅଭିନେତା ତଥା ଗରିବଙ୍କ ଦେବଦୂତ ସାଜିଥିବା ସୋନୁ ସୁଦ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି । ନିକଟରେ ସେ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି ଯାହାକୁ ଦେଖିବା ପରେ ସ୍ପଷ୍ଟ ଭାବେ ବାରି ହୋଇ ପଡୁଛି ଯେ ସୋନୁ ପୁଣିଥରେ ଗରିବଙ୍କ ଦେବଦୂତ ପାଲଟି ଯାଇଛନ୍ତି । ଭିଡିଓରେ ଦେଖିବାକୁ ମିଳିଛି ସୋନୁ ବିମାନ ବନ୍ଦରରୁ ବାହାରିବା ପରେ ତାଙ୍କର ଗୋଟିଏ ଝଲକ ପାଇବା ପାଇଁ ବାହାରେ ପ୍ରବଳ ଭିଡ ଲାଗିଛି । ସେଠାରେ ସେ ତାଙ୍କ କାରରେ ବସି ବାହାରିବା ବେଳେ ସୁରକ୍ଷାକର୍ମୀଙ୍କ ସୁରକ୍ଷା ଭିତରେ ବି ଅନେକ ଲୋକ କିଏ କାର୍‌ରେ ତ ପୁଣି କିଏ ବାଇକରେ ସୋନୁଙ୍କ ସହ ରାଲିରେ ଯିବା ଭଳି ମନେ ହେଉଛି । ଏହି ସମୟରେ ସେ ତାଙ୍କ କାରର ରୁଫ୍ ଅନ୍ କରି ସମସ୍ତଙ୍କୁ ହାତ ହଲାଇ ଧନ୍ୟବାଦ ଜଣାଉଛନ୍ତି । ଏହି ସମୟରେ ମଝି ରାସ୍ତାରେ ଗୋଟିଏ ପରିବାର ହାତରେ ଏକ ବ୍ୟାନର ଧରି ଠିଆ ହୋଇଛନ୍ତି । ମାତା ପିତାଙ୍କ ସହ ଦୁଇଟି କୁନିକୁନି ପିଲାବି ନଜର ଆସୁଛନ୍ତି । ଉକ୍ତ ବ୍ୟାନରରେ ଭୁଲ ଇଂରାଜୀ ହେଉପଛେ ଲେଖାଯାଇଛି, ‘ହେଲ୍ପ ମି ସୋନୁ ସାର୍‌’ । ଆଉ ଏହାକୁ ଦେଖିବା ପରେ ସୋନୁ ଗାଡିରୁ ଓହ୍ଲାଇ ଆସି ସେମାନଙ୍କ ପାଖକୁ ଯାଉଥିବା ବେଳେ ପରିବାରର ମହିଳା ଜଣକ ଆସି ସୋନୁଙ୍କ ଗୋଡ ଧରିପକାଉଥିବା ଦେଖାଯାଇଛି । ଏହା ଦେଖି ସୋନୁ ସାମାନ୍ୟ ବିଚଳିତ ହୋଇଗଲା ଭଳି ମନେ ହେଉଛି । ହେଲେ ତାଙ୍କ କଥା କିଛି ଶୁଭୁ ନ ଥିବା ବେଳେ ଭିଡିଓରେ ଯାହା ଅନୁମାନ କରାଯାଉଛି ସୋନୁ ନିଶ୍ଚିତ ଭାବେ ଏହି ପରିବାରକୁ ସାହାଯ୍ୟ କରିବାକୁ କଥା ଦେଇଥିବେ ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

ଲଡ୍ଡୁ ଗୋପାଳଙ୍କ ମୂର୍ତ୍ତି କେତେ ବଡ଼ ହେବା ଉଚିତ? ଜାଣନ୍ତୁ ଘରେ ରଖିବାର ୧୦ ନିୟମ…

ଲଡ୍ଡୁ ଗୋପାଳ ହେଉଛନ୍ତି ଭଗବାନ ଶ୍ରୀକୃଷ୍ଣଙ୍କ ବାଳ ସ୍ବରୂପ। ଘରେ ଲଡ୍ଡୁ ଗୋପାଳଙ୍କୁ ରଖିବା କେବଳ ପୂଜା ନୁହେଁ, ବରଂ ଏକ ବାଳକଙ୍କୁ ପରିବାରର ସଦସ୍ୟ...

ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ...

ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ

କେପଟାଉନ୍‌,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍‌ଭିନ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri