ବେଳକୁ ବେଳ ବଢୁଛି ଶିଶୁଙ୍କ ଚିନ୍ତା: ଗତ ୨୪ ଘଣ୍ଟାରେ ୧୦୩ ପିଲା କରୋନା ସଂକ୍ରମିତ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୧୦୩ ଜଣ ଅଛନ୍ତି। ନୂଆ ପଜିଟିଭଙ୍କ ମଧ୍ୟରୁ ୩୮୧ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨୬୮ ଲୋକାଲ କେସ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।

ତେବେ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୩୫ ପଜିଟିଭ ଥିବା ବେଳେ ଅନୁଗୋଳରୁ ୯, ବାଲେଶ୍ୱରରୁ ୩୭, ବରଗଡ଼ରୁ ୨, ଭଦ୍ରକରୁ ୬, ବଲାଙ୍ଗିରରୁ ୫, ବୌଦ୍ଧରୁ ୧, କଟକରୁ ୮୪, ଦେବଗଡ଼ରୁ ୧, ଢେଙ୍କାନାଳରୁ ୨, ଗଜପତିରୁ ୧, ଗଂଜାମରୁ ୫, ଜଗତସିଂହପୁରରୁ ୩୭, ଯାଜପୁରରୁ ୩୦, ଝାରସୁଗୁଡ଼ାରୁ ୬, କଳାହାଣ୍ଡି଼ରୁ ୨, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୨୪, କେନ୍ଦୁଝରରୁ ୯, କୋରାପୁଟରୁ ୫, ମାଲକାନଗିରିରୁ ୧, ମୟୂରଭଂଜରୁ ୩୦, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୬, ନୂଆପଡ଼ାରୁ ୨, ପୁରୀରୁ ୧୭, ରାୟଗଡ଼ାରୁ ୩, ସମ୍ବଲପୁରରୁ ୯, ସୁନ୍ଦରଗଡ଼ରୁ ୨୫ ଓ ଷ୍ଟେଟ ପୁଲ୍ରୁ ୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୩୬୨କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦,୦୧,୨୫୪ ସୁସ୍ଥ ହୋଇ ସାରିଥିବା ବେଳେ ୬,୯୫୭ ଜଣ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri