ପାନ୍‌ ବାହାରର ନୂଆ ଅଭିଯାନ

ଭୁବନେଶ୍ୱର,୧୪ା୯ ପାନ୍‌ ବାହାର ଇଲାଇଚି ପକ୍ଷରୁ ନୂଆ ଅଭିଯାନ ‘କାମୟାବି’ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏଭଳି ଏକ ପୁରାତନ ବ୍ରାଣ୍ଡ୍‌କୁ ଗ୍ରାହକଙ୍କ ନିକଟତର କରାଇବା ଲାଗି କମ୍ପାନୀ ପକ୍ଷରୁ ସାଉଥ୍‌ ସୁପରଷ୍ଟାର ତଥା ତେଲୁଗୁ ସିନେମା ଅଭିନେତା ମହେଶ ବାବୁ ଏବଂ ହିନ୍ଦୀ ସିନେମା ଅଭିନେତା ଟାଇଗର ସ୍ରଫଙ୍କ ସହ କମ୍ପାନୀ ଯୋଡ଼ି ହୋଇଛି। ୧୦ ସେପ୍ଟେମ୍ବରଠାରୁ କମ୍ପାନୀର ଏହି ବ୍ରାଣ୍ଡ୍‌ କ୍ୟାମ୍ପେନରେ ୨ ଅଭିନେତା ନଜର ଆସିବେ। ଗତ କିଛି ବର୍ଷ ପାନ୍‌ ବାହାର ସାରା ଦେଶରେ ନିଜର ଉପସ୍ଥିତି ଜାହିର କରିଛି। ବିଶେଷକରି ଦେଶର ଦକ୍ଷିଣ ପ୍ରାନ୍ତରେ କମ୍ପାନୀ ଗ୍ରାହକଙ୍କ ନିକଟତର ହୋଇପାରିଛି। ଦକ୍ଷିଣ ଭାଗରେ ଗ୍ରାହକ ହୃଦୟରେ ସ୍ଥାନ ଦେଇଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। ମହେଶ ବାବୁଙ୍କୁ କମ୍ପାନୀ ଏହାର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ନିଯୁକ୍ତ କରିଛି। ମହେଶ ବାବୁ ଏବଂ ଟାଇଗର ସ୍ରଫଙ୍କ ଯୋଡ଼ି ପାନ୍‌ ବାହାର ବ୍ରାଣ୍ଡର ଉପସ୍ଥିତିକୁ ଆଗକୁ ବଢ଼ାଇବାରେ ସହାୟକ ହୋଇପାରିବ ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ରେ ଅବସର ନେବାକୁ ଥିବା ପ୍ରାଇଭେଟ କର୍ମଚାରୀଙ୍କୁ ମିଳିବ ଏତିକି ଦରମା, ଏମିତି କରନ୍ତୁ ହିସାବ

ନୂଆଦିଲ୍ଲୀ,୧୫।୧୨:ପ୍ରାଇଭେଟ କ୍ଷେତ୍ରର କର୍ମଚାରୀମାନେ ପ୍ରାୟତଃ ସେମାନଙ୍କର ବାର୍ଦ୍ଧକ୍ୟ ସୁରକ୍ଷା ବିଷୟରେ ଚିନ୍ତିତ ଥାଆନ୍ତି। ତଥାପି, ଯଦି ଆପଣଙ୍କର PF କଟାଯାଏ, ତେବେ ନିରାଶ ହେବାର କୌଣସି...

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

BSNL ଆଣିଲା ଖୁସିଖବର: ଏଣିକି ଶସ୍ତାରେ ମିଳିବ ଇଣ୍ଟରନେଟ୍‌ ପ୍ଲାନ୍‌

ନୂଆଦିଲ୍ଲୀ,୧୫।୧୨: ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ନିରନ୍ତର ଭାବରେ ଏହାର ଉପଭୋକ୍ତାମାନଙ୍କୁ ସୁଲଭ ଯୋଜନା ପ୍ରଦାନ କରୁଛି। ଏହି ପରିପ୍ରେକ୍ଷୀରେ,...

Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...

SBI, HDFC ଏବଂ ICICI ବ୍ୟାଙ୍କକୁ ନେଇ RBI ଜାରି କଲା ବଡ଼ ଅପଡେଟ, ଆକାଉଣ୍‌ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୩।୧୨:ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଘୋଷଣା କରିଛି ଯେ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI), HDFC ବ୍ୟାଙ୍କ ଏବଂ ICICI ବ୍ୟାଙ୍କ ଘରୋଇ ସିଷ୍ଟମଲିକାଲି ଇମ୍ପୋର୍ଟଣ୍ଟ...

ପ୍ରଥମ ଚାକିରିରୁ ଏହିଥିରେ କରନ୍ତୁ ନିବେଶ, ଯୁବପିଢିଙ୍କୁ ମିଳିବ ମୋଟା ଅଙ୍କର ଟଙ୍କା!

ନୂଆଦିଲ୍‌ଲୀ,୧୩।୧୨: ଆଜି ଆପଣ କରୁଥିବା ନିବେଶ କାଲି ଖରାପ ସମୟରେ ଆପଣଙ୍କର ସବୁଠାରୁ ଭଲ ବନ୍ଧୁ। ଏହି କାରଣରୁ ସମସ୍ତେ ସଞ୍ଚୟ ଏବଂ ନିବେଶକୁ ପ୍ରାଥମିକତା...

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri