ଆଜି ୪୫୭ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୩ ଜଣ ଅଛନ୍ତି। ଏହି ୪୭୧ଜଣଙ୍କ ମଧ୍ୟରୁ ୨୬୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୯୨ଟି ହେଉଛି ଲୋକାଲ କେସ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୭୧୮ କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦୦୩୬୦୩ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ ହେଉଛି ୫୯୫୮।

 


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri