ଚିତ୍ରୋତ୍ପଳା ନଦୀରେ ପ୍ରଥମ ବନ୍ୟାଜଳ, ଚିନ୍ତାରେ ଚାଷୀ

ପାଟକୁରା, ୧୬୯(ଡି.ଏନ୍.ଏ): ପାଟକୁରା ଅଞ୍ଚଳରେ ପ୍ରଭାବିତ ହେଉଥିବା ଚିତ୍ରୋତ୍ପଳା, ପାଇକା ଓ ଲୁଣା ନଦୀରେ ପ୍ରଥମ ବନ୍ୟାଜଳ ପ୍ରବେଶ କରିଛି ଲଘୁଚାପ ବର୍ଷା ଯୋଗୁ ଏପରି ହୋଇଛି
ଲଗାଣ ବର୍ଷା ଯୋଗୁ ଚିତ୍ରୋତ୍ପଳା , ପାଇକା ଦ୍ୱୀପାଞ୍ଚଳ ଓ ଚିତ୍ରୋତ୍ପଳା ଲୁଗା ଦ୍ୱୀପାଞ୍ଚଳରେ ଚାଷ କରାଯାଇଥିବା ଧାନ ଫସଲ ପାଣିରେ ବୁଡି ରହିଛି ଫଳରେ ଫସଲ ପାଇଁ ଚାଷୀ ଚିନ୍ତାରେ ଅଛନ୍ତି ନଦୀରେ ବନ୍ୟାଜଳ ବୃଦ୍ଧି ପାଉଥିବାରୁ ଦୀପାଞ୍ଚଳରୁ ବର୍ଷାପାଣି ନିଷ୍କାସନ ହୋଇପାରୁ ନ ଥିବା ଦେଖାଯାଇଛି

 


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri