Posted inଜାତୀୟ

ୟୁପିକୁ କପି କରିପାରେ କଂଗ୍ରେସ, ଜାତିଗତ ସନ୍ତୁଳନରେ ହୋଇପାରେ ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ ଚୟନ

ଚଣ୍ଡିଗଡ଼,୧୯ ।୯: ଆସନ୍ତା ୨୦୨୨ରେ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ତେଣୁ ଏବେଠାରୁ ସମସ୍ତ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଲେଣି । ଆମ ଆଦମୀ ପାର୍ଟି ପଞ୍ଜାବରେ ଶିଖ ମୁଖ୍ୟମନ୍ତ୍ରୀ ଚେହେରା ଦେଖିବାକୁ ଚାହିଁଥିବା ବେଳେ ଭାରତୀୟ ଜନତା ପାର୍ଟି ଦଳିତ ଚେହେରାକୁ ମୁଖ୍ୟମନ୍ତ୍ରୀ କରିବାକୁ କଥା ଦେଇଛି । ସେହିପରି ଅକାଳି ଦଳ ଦଳିତ ଚେହେରାକୁ ଉପ ମୁଖ୍ୟମନ୍ତ୍ରୀ କରିବ ବୋଲି କହିଛି । ଏହାକୁ ଦେଖି ଏବେ କଂଗ୍ରେସ ଜାତୀୟ ସନ୍ତୁଳନ ରକ୍ଷାକରି ମୁଖ୍ୟମନ୍ତ୍ରୀ ବାଛିବ ବୋଲି କୁହାଯାଉଛି । ଆଲୋଚନା ହେଉଛି କି କଂଗ୍ରେସରେ ମୁଖ୍ୟମନ୍ତ୍ରୀ ଯଦି ହିନ୍ଦୁ ହେବେ ତେବେ ଉପମୁଖ୍ୟମନ୍ତ୍ରୀ ଶିଖ ହେବେ । ଯଦି ମୁଖ୍ୟମନ୍ତ୍ରୀ ଶିଖ ହେବେ ତେବେ ଉପମୁଖ୍ୟମନ୍ତ୍ରୀ ହିନ୍ଦୁ ହେବେ । ରବିବାର ସକାଳ ସୁଦ୍ଧା ଏହା ଜଣାପଡିଯିବ । କିଏ ଧରିବ ପଞ୍ଜାବର ଶାସନ ଡୋର ।


Enter your email to get our daily news in your inbox.

All Right Reserved By Dharitri.Com

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍‌? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!

ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri