ଏଇ ଭାରତରେ

ଲଦାଖର କାର୍‌ଗିଲ ଜିଲା ଅନ୍ତର୍ଗତ କରିଥ ଗାଁର ସରକାରୀ ଉଚ୍ଚପ୍ରାଥମିକ ସ୍କୁଲର କାର୍ଯ୍ୟକାରୀ ପ୍ରଧାନଶିକ୍ଷକ ମହମ୍ମଦ ଅଲୀଙ୍କ ଶିକ୍ଷାପଦ୍ଧତି ଏବେ ଚର୍ଚ୍ଚାରେ। ଅଲୀ ୨୦୧୬ରେ ସ୍କୁଲର କାର୍ଯ୍ୟକାରୀ ପ୍ରଧାନଶିକ୍ଷକ ଭାବେ ଯୋଗ ଦେଇଥିଲେ। ତାଙ୍କ ନିଆର ଶିକ୍ଷା ପଦ୍ଧତିରେ ସ୍କୁଲରେ ପିଲାସଂଖ୍ୟା ବୃଦ୍ଧି ପାଇ ୪୧ରେ ପହଞ୍ଚିଛି। ଏବେ ଗାଁର କୌଣସି ପିଲା ସ୍କୁଲ ବାହାରେ ରହିନାହାନ୍ତି। ପିଲାମାନଙ୍କୁ ଆତ୍ମନିର୍ଭର କରିବା ଲାଗି ଶିକ୍ଷା ଦିଆଯାଉଛିି। ପ୍ରତିଦିନ ସକାଳେ ୨୫ ମିନିଟ ସ୍ପୋକନ ଇଂଲିଶ କ୍ଲାସ୍‌ ନିଆଯାଉଛି। ଛୋଟ ଛୋଟ ନାଟକ ମାଧ୍ୟମରେ ବି ଶିକ୍ଷା ଦିଆଯାଉଛି। ଦୁର୍ଗମ ଗାଁ କରିଥର ଲୋକସଂଖ୍ୟା ପାଖାପାଖି ୫୦୦। ଶୀତ ତିନିମାସ ସ୍କୁଲ ବନ୍ଦ ରହେ। ପିଲାମାନଙ୍କ ଶିକ୍ଷା ବନ୍ଦ ନ କରି ସେମାନଙ୍କ ସହ ଯୋଗାଯୋଗ ରଖିବାକୁ ଅଲୀ ଏକ କୃତ୍ରିମ ବରଫ ସ୍ତୂପ ଗଢ଼ି ସେଠାରେ ପିଲାମାନଙ୍କୁ ସମବେତ କରି ଶିକ୍ଷା ଦିଅନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ସୁନ୍ଦରବନର ହେନ୍ତାଳବନରେ ମହୁ ସଂଗ୍ରହ କରିବାକୁ ଯାଇ ଅନେକ ପୁରୁଷ ବାଘ ଆକ୍ରମଣ ଯୋଗୁ ମୃତ୍ୟୁମୁଖରେ ପଡ଼ନ୍ତି। ଏହିସବୁ ମୃତ ପୁରୁଷଙ୍କ ବିଧବା ସ୍ତ୍ରୀଙ୍କୁ କୁହାଯାଉଛି...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

ଯଥାର୍ଥ ଦାନ

ଅଭିରାମ ବାବୁ ଜଗନ୍ନାଥଙ୍କର ଜଣେ ପରମ ଭକ୍ତ। ସେଥିପାଇଁ ସେ ଜଗନ୍ନାଥ ସଂସ୍କୃତିକୁ ସମ୍ମାନ ଜଣାଇଥାନ୍ତି। ତାଙ୍କର ପୁଅ ଯୋଗେଶ ସ୍କୁଲ ଛାତ୍ର। ସେ ବାପାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri