Posted inଖେଳ

ସେହ୍ବାଗଙ୍କ ବଡ଼ ଭବିଷ୍ୟବାଣୀ: ଏହି ଦଳ ଜିତିବ ଆଇପିଏଲ ୨୦୨୧ ଟାଇଟଲ୍‌

ୟୁଏଇ,୧୯।୯: ଆଜିଠାରୁ ୟୁଏଇରେ ଆଇପିଏଲ ୨୦୨୧ ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେଉଛି । ଏହି ବଡ ଲିଗ ଚଳିତ ବର୍ଷ ଏପ୍ରିଲ ମାସରେ ଭାରତରେ ଆରମ୍ଭ ହୋଇଥିଲା। କିନ୍ତୁ କରୋନା ଦ୍ୱିତୀୟ ଲହର ହେତୁ ଏହାକୁ ୪ ମେ ମଧ୍ୟଭାଗରେ ବନ୍ଦ କରିଦିଆଗଲା। ଆଜି ଦ୍ୱିତୀୟାର୍ଦ୍ଧର ପ୍ରଥମ ମ୍ୟାଚରେ- ୫ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ମହେନ୍ଦ୍ର ସିଂ ଧୋନୀଙ୍କ ସିଏସକେ ମୁହାଁମୁହିଁ ହେବେ। ଚଳିତ ବର୍ଷର ଆଇପିଏଲ ବିଜେତା ବିଷୟରେ ଅନେକ ଖେଳାଳି ପୂର୍ବାନୁମାନ କରିଛନ୍ତି। ଏହି ସମୟରେ ପୂର୍ବତନ ଟିମ ଇଣ୍ଡିଆର ଓପନର୍‌ ବୀରେନ୍ଦ୍ର ସେହ୍ବାଗ ମଧ୍ୟ ଏକ ଭବିଷ୍ୟବାଣୀ କରିଛନ୍ତି। ଚଳିତ ବର୍ଷ ଆଇପିଏଲ ଜିତିଥିବା ଦୁଇ ଦଳ ବିଷୟରେ ସେହ୍ବାଗ କହିଛନ୍ତି, ତାଙ୍କ ଅନୁଯାୟୀ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ବର୍ଷ ଚାମ୍ପିୟନ ହେବାକୁ ସବୁଠୁ ବଡ ପ୍ରତିଦ୍ୱନ୍ଦ୍ୱୀ। ସୂଚନାଯୋଗ୍ୟ ଯେ, ଗତ ବର୍ଷ ମଧ୍ୟ ୟୁଏଇରେ ପାଞ୍ଚ ଥର ଚାମ୍ପିଅନ ମୁମ୍ବାଇ ଏବଂ ଦିଲ୍ଲୀ ରାଜଧାନୀ ମଧ୍ୟରେ ଫାଇନାଲ ମ୍ୟାଚ ଖେଳାଯାଇଥିଲା। ସେହ୍ବାଗ ବିଶ୍ୱାସ କରନ୍ତି ଯେ, ପ୍ରଥମାର୍ଦ୍ଧରେ ଚମତ୍କାର ପ୍ରଦର୍ଶନ କରିଥିବା ସିଏସକେ ଦ୍ୱିତୀୟାର୍ଦ୍ଧରେ ଅଧିକ କିଛି କରିପାରିବ ନାହିଁ ଏବଂ ଟାଇଟଲ ଜିତିବାର ସମ୍ଭାବନା ସ୍ବଳ୍ପ ଅଟେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri