ଦୟା କରନାହିଁ ଅନନ୍ୟା

ମୁମ୍ବ।ଇ: ବଲିଉଡ୍ ଷ୍ଟାର କିଡ୍ ଅନନ୍ୟା ପାଣ୍ଡେ ଏବେ ଖୁବ୍ ଚର୍ଚ୍ଚାରେ । ନିଜର ସ୍ଲିମ ଫିଗର ପାଇଁ ସେ ଯେତିକି ପରିଚିତ ତା’ଠାରୁ ଅଧିକ ପରିଚିତ ତାଙ୍କ ଷ୍ଟାଇଲିସ୍ ଅନ୍ଦାଜକୁ ନେଇ । ଏବେ ମାଲଦ୍ୱିପରେ ସେଲିବ୍ରିଟିଙ୍କ ଭିଡ ଲାଗିଥିବା ବେଳେ ଅନନ୍ୟା ବି ସେଠାକୁ ଯାଇଛନ୍ତି । ନିକଟରେ ସେ ମାଲଦ୍ୱୀପରେ ଛୁଟି କାଟୁଥିବା ବେଳେ ଏହାର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ । ଯାହା ତାଙ୍କ ପ୍ରଶଂସକଙ୍କୁ ଖୁବ୍ ପସନ୍ଦ ଆସିଥିଲା । ବ୍ଲାକ ବିକିନିରେ ବେଶ୍ ହଟ୍ ଲାଗୁଥିଲେ ନାୟିକା ଅନନ୍ୟା । ଏବେ କିନ୍ତୁ ସେ ଏମିତି କିଛି ଫଟୋ ଶେୟାର କରିଛନ୍ତି ଯାହାକୁ ଦେଖିବା ପରେ ସୋସିଆଲ ମିଡିୟା ୟୁଜର୍ସ କହିଛନ୍ତି ଦୟା କରନି ଅନନ୍ୟା । ଅର୍ଥାତ୍ ଅନନ୍ୟା ଏତେ ଛୋଟ ଡ୍ରେସ୍ ପିନ୍ଧିଛନ୍ତି ଯେ ଯାହାକୁ ସହଜରେ ଦର୍ଶକେ ଗ୍ରହଣ କରିପାରୁ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri